Posted inଜାତୀୟ

ଉଗ୍ରରୂପ ନେଲା ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦ: ଟ୍ରକ ରୋକିବା ସହ ପଥର ମାଡ଼ କଲେ ଲୋକେ…

ମୁମ୍ବାଇ/ବେଙ୍ଗାଲୁରୁ,୬।୧୨ : କର୍ନାଟକ ଏବଂ ମହାରାଷ୍ଟ୍ର ମଧ୍ୟରେ ସୀମା ବିବାଦ ଉଗ୍ରରୂପ ନେବା ଆରମ୍ଭ କରିଛି। ମଙ୍ଗଳବାର କର୍ନାଟକର ବେଲଗାଭିର ବାଗେୱାଡି ଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସମୟରେ କର୍ନାଟକର ରକ୍ଷଣ ବୈଦିକ କାର୍ଯ୍ୟକର୍ତ୍ତା ମହାରାଷ୍ଟ୍ରର ଟ୍ରକ ଉପରେ ପଥର ଫିଙ୍ଗିଥିଲେ।

ଏହି ମାମଲାରେ ପୋଲିସ ବହୁ କାର୍ଯ୍ୟକର୍ତ୍ତାଙ୍କୁ ଅଟକ ରଖିଛି। ଏନେଇ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ କହିଛନ୍ତି ଯେ ରାଜ୍ୟ ତଥା ଏହାର ଲୋକଙ୍କ ସ୍ବାର୍ଥ ସମ୍ପୂର୍ଣ୍ଣ ସୁରକ୍ଷିତ ରହିବ।

ବାଗେୱାଡିରେ କର୍ନାଟକ ରକ୍ଷଣ ବୈଦିକ କାର୍ଯ୍ୟକର୍ତ୍ତାମାନେ ମହାରାଷ୍ଟ୍ର ନମ୍ବର ପ୍ଲେଟ ଥିବା ଟ୍ରକଗୁଡ଼ିକୁ ଅଟକାଇଥିଲେ। ସେମାନେ ଏକ ଟ୍ରକ ଉପରକୁ ପଥର ମାଡ କରାଯାଇଥିଲା। ଏହା ସହିତ କର୍ମକର୍ତ୍ତାମାନେ ମଧ୍ୟ ରାଜପଥରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପୋଲିସ କିଛି ଲୋକଙ୍କୁ ଗିରଫ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri