Posted inଜାତୀୟ

ଏପ୍ରିଲ ୪ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ ନୱାବ ମଲିକ

ମୁମ୍ବାଇ,୨୧ ।୩: ଦାଉଦ ଇବ୍ରାହିମ ମନି ଲଣ୍ଡରିଂ ମାମଲାରେ କୋର୍ଟ ମହାରାଷ୍ଟ୍ରର ମନ୍ତ୍ରୀ ତଥା ଏନ୍‌ସିପି ନେତା ନୱାବ ମଲିକଙ୍କୁ ଏପ୍ରିଲ ୪ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । ଏହି ସମୟରେ ତାଙ୍କୁ ବିଛଣା, ଗଦି ଓ ଚେୟାର ଆଦି ଯୋଗାଇ ଦେବାକୁ ଅନୁମତି ପ୍ରଦାନ କରିଛନ୍ତି ।
ସୂଚନାଯୋଗ୍ୟ, ମନି ଲଣ୍ଡରିଂ ମାମଲାରେ ନୱାବ ମଲିକ ବିଚାର ବିଭଗୀୟ ହାଜତରେ ଥିବା ବେଳେ ସୋମବାର ଏହାର ଅବଧି ଶେଷ ହେଉଥିଲା । ଏପଟେ ବିରୋଧି ଭାରତୀୟ ଜନତା ପାର୍ଟି(ଭାଜପା) ମଲିକଙ୍କ ଇସ୍ତଫା ଦାବି କରୁଥିବା ବେଳେ ଏନ୍‌ସିପି କିନ୍ତୁ ଇସ୍ତଫା ନ ଦେବାକୁ ନୱାବଙ୍କୁ କହୁଛି ।
ଚଳିତବର୍ଷ ଫେବୃୟାରୀ ୨୩ରେ ମନି ଲଣ୍ଡରିଂ ମାମଲାରେ ପଳାତକ ଅପରାଧୀ ଦଉଦ ଇବ୍ରାହିମଙ୍କ ସହଯୋଗୀଙ୍କ ଜଡିତ ଏକ ଜମି କାରକାର ସହ ଜଡିତ ଥିବା ଦର୍ଶାଇ ନୱାବ ମଲିକଙ୍କୁ ଗିରଫ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?