Posted inUncategorized

‘ଶିନ୍ଦେଙ୍କ ପୁଅକୁ ବଦ୍‌ନାମ କରୁଛନ୍ତି ସଞ୍ଚୟ ରାଉତ’

ପୁଣେ,୨୩।୨: ଶିବସେନା ନେତା ସଞ୍ଜୟ ରାଉତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ପୁଅକୁ ବଦ୍‌ନାମ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ମହାରାଷ୍ଟ୍ର ସରକାରୀ ମନ୍ତ୍ରୀ ଶମ୍ଭୁରାଜ ଦେଶାଇ। ନିକଟରେ ତାଙ୍କ ଜୀବନ ପ୍ରତି ବିପଦ ଥିବା ସଞ୍ଜୟ କହିଥିଲେ। ଏକନାଥ ଶିନ୍ଦେଙ୍କ ପୁଅ ତଥା ଏମ୍‌ପି ଶ୍ରୀକାନ୍ତ ଶିନ୍ଦେ ତାଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିଥିବା ସେ ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗରେ ସଞ୍ଜୟ ମଧ୍ୟ ମୁମ୍ବାଇ ପୋଲିସ କମିଶନରଙ୍କୁ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ଏନେଇ ଶମ୍ଭୁରାଜ କହିଛନ୍ତି,ଶ୍ରୀକାନ୍ତଙ୍କୁ ବଦନାମ କରିବା ପାଇଁ ଚେଷ୍ଟା ଚଲାଇଛନ୍ତି ସଞ୍ଜୟ। ଏଥିରେ ଆଦୌ ସଫଳ ହେବେ ନାହିଁ। ସେ ତାଙ୍କ ସୁରକ୍ଷା ବଢାଇବା ପାଇଁ ଏଭଳି ଅଭିଯୋଗ ଆଣୁଛନ୍ତି।
ସଞ୍ଜୟ ଲିଖିତ ଅଭିଯୋଗରେ କହିଛନ୍ତି, ଲୋକ ସଭା ଏମ୍‌ପି ଶ୍ରୀକାନ୍ତ ଶିନ୍ଦେ ମୋତେ ହତ୍ୟା ପାଇଁ ଥାନେର ଅପରାଧୀ ରାଜା ଠାକୁରଙ୍କୁ ସୁପାରି ନେଇଛନ୍ତି। ସଞ୍ଜୟ ରାଉତ ତାଙ୍କ ଚିଠିର ଏକ ନକଲ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ ଥାନେ ପୋଲିସକୁ ମଧ୍ୟ ପଠାଇଛନ୍ତି। ଶ୍ରୀକାନ୍ତ ସିନ୍ଦେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ପୁଅ ଏବଂ ବର୍ତ୍ତମାନ ଥାନେର କଲ୍ୟାଣରୁ ଏମ୍‌ପି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଶିଳ୍ପର ଯାତ୍ରା

ମାନବ ସଭ୍ୟତାର ସବୁଠାରୁ ବଡ଼ ଦୁଃଖଦ ଘଟଣା ମଧ୍ୟରୁ ଗୋଟିଏ ହେଉଛି, ଯେତେବେଳେ ଶିଳ୍ପ ଏବଂ ଲାଭ ପାଇଁ ଭୋକ ବୃଦ୍ଧି ପାଇଛି, ସେତେବେଳେ ପ୍ରଥମେ ମାନବ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

ଭାରତ-ପାକିସ୍ତାନ ମହାମୁକାବିଲାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୯।୨: ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। କିନ୍ତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲାକୁ ନେଇ ଏବେ ବି ଅନିଶ୍ଚିତତା ରହିଛି। ପରିସ୍ଥିତି ସ୍ପଷ୍ଟ କରିବା ପାଇଁ…

ସାମ୍ନାକୁ ଆସିଲା ସୁଇସାଇଡ ନୋଟ: ଆତ୍ମହତ୍ୟା କରିବା ପୂର୍ବରୁ ବାପାଙ୍କୁ ଏମିତି କଥା ଲେଖିଥିଲେ ୩ ଭଉଣୀ

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦର ଟିଲା ମୋଡ ପୋଲିସ ଷ୍ଟେଶନ ଅଞ୍ଚଳର ଭାରତ ସିଟି ସୋସାଇଟିରେ ଏକ ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ତିନି ଭଉଣୀ…

ରୁଷିଆରୁ ଆଉ ତେଲ କିଣିବନି ଭାରତ: ବଢିବ କି ପେଟ୍ରୋଲ- ଡିଜେଲ ଦାମ୍‌? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ସୋମବାର ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ସଦ୍ୟତମ ଚୁକ୍ତି ଅନୁଯାୟୀ, ଭାରତ ଏବେ ରୁଷିଆ ବଦଳରେ ଆମେରିକାରୁ ତେଲ…

ବାଂଲାଦେଶ କ୍ରିକେଟ ବୋର୍ଡକୁ ଠେଙ୍ଗା ଦେଖାଇଲା ଆୟର୍ଲାଣ୍ଡ, ସିଧା ପହଞ୍ଚିଲା ICC ନିକଟରେ

ଢାକା,୧୮।୧: ଆସନ୍ତା ମାସରେ ଆରମ୍ଭ ହେବାକୁ ଥିବା ICC T20 ବିଶ୍ୱକପ ପୂର୍ବରୁ ବାଂଲାଦେଶ ଏକ ହଇଚଇ ସୃଷ୍ଟି କରିଛି। ପ୍ରଥମେ, ଭାରତରେ ମ୍ୟାଚ ଖେଳିବାକୁ ଚାହୁଁନଥିବା…

ପୁରୀରେ ଅଭାବନୀୟ ଘଟଣା: କୁକୁର ମାଂସ ଛିଡ଼ାଇ ଖାଇବା ଭିଡିଓ ଭାଇରାଲ

ପୁରୀ,୧୭ା୧(ଅଜିତ୍‌ କୁମାର ମହାନ୍ତି): ପୁରୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି କୁକୁର ମାଂସ ଛିଡାଇ ଧରିଥିବା ନେଇ ଭିଡିଓ ଦେଖିବାକୁ ମିଳିଛି। ଭିଡିଓରେ…

ଓଡ଼ିଶା: ଆଜିର ଫଟୋ (୪ ଜନୁଆରୀ, ୨୦୨୬ )

ରବିବାର ମାଷ୍ଟର କ୍ୟାଣ୍ଟିନ୍ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ପଥ ଉତ୍ସବ ଆୟୋଜିତ ହୋଇଯାଇଛି

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri