Posted inଜାତୀୟ

ଗୃହ ବାହାରେ ଭାଜପା ବିଧାୟକଙ୍କ ଅଲଗା ମୌସୁମୀ ଅଧିବେଶନ: ନିଲମ୍ବନକୁ କରାଯାଉଛି ବିରୋଧ

ମୁମ୍ବାଇ,୬ ।୭: ମହାରାଷ୍ଟ୍ର ବିଧାନସଭାରେ ସୋମବାର ବାଚସ୍ପତି ଭାରତୀୟ ଜନତା ପାର୍ଟି(ଭାଜପା)ର ୧୨ ବିଧାୟକଙ୍କୁ ଗାଳି-ଗୁଲଜ ଓ ଅସମ୍ମାନ କରିବା ଅଭିଯୋଗରେ ଏକ ବର୍ଷ ପାଇଁ ନିଲମ୍ବ କରିଥିଲେ । ଏହାପରେ ମଙ୍ଗଳବାର ଏହି ନିଲମ୍ବନକୁ ବିରୋଧ କରି ଭାଜପା ବିଧାୟକମାନେ ଗୃହ ବାହାରେ ବିଧାନସଭା ଅଧିବେଶନ ଆରମ୍ଭ କରିଛନ୍ତି । ହାତରେ ପୋଷ୍ଟର ଧରି ଏହି ବିଧାୟକମାନେ ଗୃହ ବାହାରେ ବସିଥିବା ଦେଖାଯାଇଛି । ନିଲମ୍‌ିତ ହୋଇଥିବା ବିଧାୟକମାନେ ନିଲମ୍ବନ ଓ ଓବିସି ସଂରକ୍ଷଣ ବିଷୟକୁ ଆଧାର କରି ବିରୋଧ ପ୍ରଦର୍ଶନ କରିଛନ୍ତି । ଏମାନଙ୍କ ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ମଧ୍ୟ ଉପସ୍ଥିତ ରହିଛନ୍ତି । ତେବେ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରି ଡନବିଶ କହିଛନ୍ତି ମିଛ ଅଭିଯୋଗରେ ବିଧାୟକଙ୍କୁ ଫଶାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri