ମହାରାଷ୍ଟ୍ରରେ କରୋନା ସହ ମାଡି ଚାଲିଛି ଓମିକ୍ରନ୍‌: ୬୮ ସଂକ୍ରମିତ ଚିହ୍ନଟ

ମୁମ୍ବାଇ,୪ ।୧: ମହାରାଷ୍ଟ୍ରରେ ସୋମବାର ୧୨,୧୬୦ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି । ୨୪ ଘଣ୍ଟାରେ ୧୧ ଜଣଙ୍କ ମୃତ୍ୟୁ ବି ହୋଇଛି । ସଂକ୍ରମିତଙ୍କ ମଧ୍ୟରୁ ୮୦୮୨ଜଣ କେବଳ ମୁମ୍ବାଇରୁ ବୋଲିି ଜଣାପଡିଥିବା ବେଳେ ଏମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ରାଜ୍ୟରେ ୬୮ ଜଣ ଓମିକ୍ରନ୍ ସଂକ୍ରିତଙ୍କୁ ଚିହ୍ନଟ କରାଯାଇଛି । ଏମାନଙ୍କ ମଧ୍ୟରୁ ୪୦ ଜଣ ମୁମ୍ବାଇର ବୋଲି ସୂଚନା ଦିଆଯାଇଛି । ମହାରାଷ୍ଟ୍ରରେ ସୋମବାର ୬୮ ନୂଆ ଓମିକ୍ରନ୍ ସଂକ୍ରମିତ ମିଳିବା ପରେ ଏବେ ସେଠାରେ ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୫୭୮ରେ ପହଞ୍ଚିଲାଣି । ତେବେ ରାଜ୍ୟରେ କରୋନା ଓ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ଦେଖି ରାଜ୍ୟ ସରକାର ନୂଆ ଗାଇଡ ଲାଇନ ଜାରି କରିଛନ୍ତି । ଯେଉଁ ବିଲଡିଂ ବା ସ୍ଥାନରେ ଲଗାତାର ଭାବେ ସଂକ୍ରମିତ ମିଳୁଛନ୍ତି ସେଠାରେ ଥିବା ବିଲଡିଂଙ୍କୁ ସିଲ କରାଯିବା ସହ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଉଛି । ଆଗାମୀ ଦିନରେ କରୋନା ଯୁଦ୍ଧରେ ବିଜୟୀ ହେବା ଲାଗି ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେଇ ଚାଲିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?