Posted inଜାତୀୟ

ଭୁଶୁଡ଼ିଲା ଫୁଟ୍‌ ଓଭରବ୍ରିଜ: ଜଣେ ମୃତ, ୧୪ ଯାତ୍ରୀ ଆହତ

ନାଗପୁର,୨୭।୧୧: ମହାରାଷ୍ଟ୍ର କେନ୍ଦ୍ରୀୟ ରେଲଓ୍ବେ ନାଗପୁର ଡିଭିଜନ ଅଧୀନ ବଲ୍ଲାରଶାହ ଷ୍ଟେଶନରେ ରବିବାର ଏକ ଅଘଟଣ ଘଟିଛି। ଏକ ଫୁଟ୍‌ ଓଭରବ୍ରିଜ୍‌ର କିଛି ଅଂଶ ଭୁଶୁଡ଼ି ପଡିଛି। ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।

ଉକ୍ତ ଓଭରବ୍ରିଜ୍‌ ୧ ଓ ୫ ନମ୍ବର ପ୍ଲାଟ୍‌ଫର୍ମକୁ ସଂଯୋଗ କରୁଥିଲା। ରବିବାର ସନ୍ଧ୍ୟାରେ ଯାତ୍ରୀମାନେ ଟ୍ରେନ୍‌ ଧରିବା ଲାଗି ଓଭରବ୍ରିଜ୍‌ରେ ଯାଉଥିବା ବେଳେ ସ୍ଲାବ୍‌ ଭୁଶୁଡ଼ି ପଡ଼ିଥିଲା। ଏଥିରେ ୪୮ବର୍ଷର ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ଗୁରୁତର ଆହତଙ୍କୁ ୧ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଯୋଗାଇଦେବାକୁ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପୁଣି ବେକାବୁ

ନୂଆଦିଲ୍ଲୀ,୬।୩: ଭାରତରେ ପୁଣି କରୋନା ମହାମାରୀ ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୩୨୭ ଜଣ ନୂଆ ଆକ୍ରାନ୍ତଙ୍କୁ...

ରାସ୍ତା କଡ଼ରେ ଗାଡ଼ିରେ ବସି ମୋବାଇଲ୍‌ରେ ଗପିଲେ ବି କଟିବ ଚାଲାଣ

ଚଣ୍ଡିଗଡ଼,୧୬।୧: ରାସ୍ତାରେ ଗାଡ଼ି ଚଳାଇବା ସମୟରେ ମୋବାଇଲ୍‌ରେ ଗପିଲେ ଚାଲାଣ କଟିବାର ବ୍ୟବସ୍ଥା ରହିଛି। ତେବେ ରାସ୍ତାକଡ଼ରେ ଗାଡ଼ି ରଖି ମୋବାଇଲ୍‌ରେ କଥାହେଲେ ଏବେ ଜରିମାନା...

ସରକାରୀ କର୍ମଚାରୀ ଫୋନରେ ହ୍ୟାଲୋ ବଦଳରେ କହିବେ ବନ୍ଦେ ମାତରଂ, ନିର୍ଦ୍ଦେଶ ଜାରି…

ମୁମ୍ବାଇ,୧।୧୦ : ଏଣିକି ମହାରାଷ୍ଟ୍ରର ସରକାରୀ କର୍ମଚାରୀମାନେ ଫୋନରେ ହ୍ୟାଲୋ ବଦଳରେ ବନ୍ଦେ ମାତରଂ କହିବେ। ଏନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ...

ବିଦାୟ ନେଲେ ପିତା ରାଜୀବଙ୍କ ଘନିଷ୍ଠ ବନ୍ଧୁ: କାନ୍ଧ ଲଗାଇଲେ ରାହୁଲ

ନୂଆଦିଲ୍ଲୀ,୧୯ ।୨: କଂଗ୍ରେସ ନେତା ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ୍‌କ ଘନିଷ୍ଠ ବନ୍ଧୁ କୁହାଯାଉଥିବା କ୍ୟାପଟେନ ସତିଶ ଶର୍ମାଙ୍କ ଅନ୍ତିମ ଯାତ୍ରା ଆରମ୍ଭ...

ରାଜ କୁନ୍ଦ୍ରା ଗିରଫ, ଅଶ୍ଳୀଳ ଭିଡ଼ିଓ ପ୍ରସ୍ତୁତ କରିଥିବା ଅଭିଯୋଗ…

ମୁମ୍ବାଇ,୨୦।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରାଙ୍କ ବିରୋଧରେ ଅଶ୍ଳୀଳ ଭିଡ଼ିଓ ପ୍ରସ୍ତୁତ କରୁଥିବା ଏବଂ ଆପତ୍ତିଜନକ କଣ୍ଟେ୍‌ଟ ଅପଲୋଡ୍‌ କରୁଥିବା ଅଭିଯୋଗ...

ଯୌନ ଅନୁଗ୍ରହ ପାଇଁ ୮୦୦ କଲ୍‌

ବେଙ୍ଗାଲୁରୁ, ୨୨ା୪:କର୍ନାଟକର ଏକ ଘରୋଇ କଲେଜ ଅଧ୍ୟାପିକାଙ୍କ ପାଖକୁ ଯୌନ ଅନୁଗ୍ରହ ପାଇଁ ୮୦୦ ଫୋନ୍‌ କଲ୍‌ ଆସିଛି। ସମ୍ପୃକ୍ତା ଅଧ୍ୟାପିକାଙ୍କ ସହକର୍ମୀମାନେ ବିଭିନ୍ନ ସହରରେ...

ଓମିକ୍ରନ୍‌ ଯୋଗୁ ବେକାରୀ ହାର ୭.୯ ପ୍ରତିଶତ…

ନୂଆଦିଲ୍ଲୀ, ୩।୧ : ଦେଶରେ ବେକାରୀ ହାର ୨୦୨୧ ଡିସେମ୍ବରରେ ୭.୯ ପ୍ରତିଶତ ଛୁଇଁଛି। ଏନେଇ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ୍‌ ଇକୋନୋମି (ସିଏମଆଇଇ) ପକ୍ଷରୁ...

ରାଜ୍ୟ ସଭାର ୫୫ ଆସନ ପାଇଁ ୨୬ ମାର୍ଚ୍ଚରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୫।୨: ରାଜ୍ୟ ସଭାର ୫୫ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ମଙ୍ଗଳବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା...

Advertisement
Archives

Model This Week