Posted inଜାତୀୟ

ନିଜକୁ ଏନସିପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ବୋଲି କହିଲେ ଅଜିତ ପାୱାର

ମୁମ୍ବାଇ,୧୧।୧୦: ଜାତୀୟତାବାଦୀ କଂଗ୍ରେସ ପାର୍ଟିର ବିଭାଜନ ଉପରେ ନିର୍ବାଚନ ଆୟୋଗଙ୍କ ଶୁଣାଣି ମଧ୍ୟରେ ବିଦ୍ରୋହୀ ଦଳର ମୁଖ୍ୟ ଅଜିତ ପାୱାର ମଙ୍ଗଳବାର ନିଜକୁ ଏନସିପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ବୋଲି ଘୋଷଣା କରିଛନ୍ତି।

ଶିବସେନା-ଭାରତୀୟ ଜନତା ପାର୍ଟି (ଭାଜପା) ସରକାରରେ ଯୋଗଦେବା ପରେ ଅଜିତ ପାୱାର ଜୁଲାଇ ୨ରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ସେ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ଭାବରେ ୧୦୦ ଦିନ କାର୍ଯ୍ୟକାଳ ସମାପ୍ତ କରିଛନ୍ତି।

ଏହି ଅବସରରେ ଜାରି ବିବୃତ୍ତିରେ ଅଜିତ ପାୱାର ମହାରାଷ୍ଟ୍ରର ପ୍ରଥମ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଯଶବନ୍ତରାଓ ଚବନଙ୍କୁ ତାଙ୍କର ପ୍ରେରଣା ଉତ୍ସ ବୋଲି ବର୍ଣ୍ଣନା କରିଛନ୍ତି। ତେବେ ସେ ତାଙ୍କ ଦାଦା ତଥା ଏନସିପି ପ୍ରତିଷ୍ଠାତା ଶରଦ ପାୱାରଙ୍କ ନାମ ଉଲ୍ଲେଖ କରିନାହାଁନ୍ତି। ସେ ଯଶବନ୍ତରାଓ ଚବନଙ୍କୁ ଉତ୍ତରାଧିକାରୀ ଦାବି କରି କହିଛନ୍ତି ଯେ, ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କଠାରୁ ଲୋକଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରିବାକୁ ତାଙ୍କୁ ପ୍ରେରଣା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri