Posted inଜାତୀୟ

‘ଜାତି ଆଧାରରେ ମିଳିବ ନାହିଁ ସଂରକ୍ଷଣ’,ଅମିତ ଶାହାଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଲେ ସଞ୍ଜୟ ରାଉତ

ମୁମ୍ବାଇ,୧୧।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ମହାରାଷ୍ଟ୍ରର ନାଂଦେଡ ଗସ୍ତ କରି ଏକ ଜନ ସଭାକୁ ସମ୍ବୋଧିତ କରିଥିଲେ। ଏହି ସମ୍ବୋଧନରେ ସେ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରିଥିଲେ। ଏବେ ଶିବସେନା(ୟୁବିଟି)ଏମପି ସଞ୍ଜୟ ରାଉତ ଶାହାଙ୍କ ଭାଷଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି କି ଭାରତୀୟ ଜନତା ପାର୍ଟି(ଭାଜପା) ର ମହାସମ୍ପର୍କ ଅଭିଯାନ କମ ଓ ଉଦ୍ଧବ ଠାକରେଙ୍କ ଆଲୋଚନା ଅଧିକ ହେଉଥିଲା।
ରାଉତ କହିଛନ୍ତି ଅମିତ ଶାହା ଦେଶର ଆଇନ ବ୍ୟବସ୍ଥାକୁ ନେଇ ଆଲୋଚନା କରିବା ଦରକାର। ଜାତି ଓ ଧର୍ମ ଆଧାରରେ କାହାକୁ ସଂରକ୍ଷଣ ମିଳିବା ଉଚିତ ନୁହେଁ। ରାଜ୍ୟର ଜନତା ଠାକରେ ପରିବାର ଉପରେ ଭରସା କରନ୍ତି, ଶିବସେନାକୁ ଭାଜପା ଧୋକା ଦେଇଥିଲା।
ଏହା ବ୍ୟତୀତ ସେ ଟୁଇଟ କରି କହିଛନ୍ତି, ‘ନାଂଦେଡରେ ଅମିତ ଶାହାଙ୍କ ଭାଷଣ ଶୁଣନ୍ତୁ, ଏହା ଅଦ୍ଭୁତ, ମୋର ଗୋଟିଏ ପ୍ରଶ୍ନ ଏହାକ’ଣ ଭାଜପାର ମହାସମ୍ପର୍କ ଯାତ୍ରା ଥିଲାନା ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କୁ ଆଲୋଚନା କରିବାକୁ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଅମିତ ଭାଇଙ୍କ ୨୦ ମିନିଟର ଭାଷଣରେ ୭ ମିନିଟ କେବଳ ଉଦ୍ଧବ ଜିଙ୍କ ଉପରେ। ଅର୍ଥାତ୍‌ ମାତୋଶ୍ରୀର ଭୟ ଏବେ ବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri