Posted inଜାତୀୟ

ମୁମ୍ବାଇରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୁମ୍ବାଇ, ୬।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ମୁମ୍ବାଇରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ୩ ଦିନ ମୁମ୍ବାଇରେ ରହିବେ ବୋଲି ସୂଚନା ମିଳିଛି। ମୁମ୍ବାଇ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ବିସ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ରାଷ୍ଟ୍ରପତିଙ୍କ ପ୍ରଥମ ମୁମ୍ବାଇ ଗସ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri