Posted inଜାତୀୟ

ସଞ୍ଜୟ ରାଉତଙ୍କ ସମର୍ଥନରେ ଶିବ ସେନାର ପୋଷ୍ଟର

ମୁମ୍ବାଇ,୨୯।୧୨: ଶିବ ସେନା ନେତା ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତଙ୍କୁ ପିଏମ୍‌ସି ବ୍ୟାଙ୍କ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଡକାଇବା ପରେ ରାଜ୍ୟ ରାଜନୀତି ଗରମ ହୋଇଉଠିଛି। ନିକଟରେ କେନ୍ଦ୍ରକୁ ଟାର୍ଗେଟ କରି କାହାକୁ ଡରୁ ନ ଥିବା ମନ୍ତବ୍ୟ ଦେଇଥିବା ସିବ ସେନା ପ୍ରବକ୍ତା ସଞ୍ଜୟଙ୍କ ସମର୍ଥନରେ ସମର୍ଥକମାନେ ଡୋମ୍ବିଭଲିଠାରେ ମଙ୍ଗଳବାର ସକାଳେ ପୋଷ୍ଟର ଲଗାଇଛନ୍ତି। ଏଥିରେ ଭାରତୀୟ ଜନତା ପାର୍ଟି (ଭାଜପା)କୁ ସମାଲୋଚନା କରିଛି ଉଦ୍ଧମ ଠାକରେଙ୍କ ଦଳ। ଇଡି ଭାଜପାର ଦ୍ୱାରା ପରିଚାଳିତ ହେଉଥିବା ଉଲ୍ଲେଖ କରାଯାଇଛି। ପୋଷ୍ଟରରେ ସ୍ଥାନ ପାଇଛି ସଞ୍ଜୟଙ୍କ ଏକ ବଡ଼ ଫଟୋ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

ଠିକ୍‌ ୪ଟା ବାଜିଲେ କାହିଁକି ହୁଏ ବର୍ଷା? ରହସ୍ୟ ଜାଣି ଚମକି ପଡିଲେ ବୈଜ୍ଞାନିକ

ବିଶ୍ୱ ଅନେକ ଅନନ୍ୟ ଏବଂ ଆଶ୍ଚର୍ଯ୍ୟଜନକ ପାଣିପାଗ ଘଟଣା ଦେଖିଥାଏ, କିନ୍ତୁ ବିଷୁବ ରେଖା ନିକଟରେ ଘଟୁଥିବା ଏକ ଘଟଣା ବୈଜ୍ଞାନିକ ଏବଂ ସାଧାରଣ ଲୋକଙ୍କୁ ଉଭୟଙ୍କୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri