ଡ୍ରୋନରେ ଫଟୋ ଉଠାଉଥିବା ମହାରାଷ୍ଟ୍ର ଟିମ୍‌ ଅଟକ

ଖଇରା, ୭ା୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକର ତୁଡିଗଡିଆ ଅଞ୍ଚଳରେ କିଛି ଦିନ ଧରି କେନାଲ କାର୍ଯ୍ୟ ନାମରେ ଡ୍ରୋନରେ ଫଟୋ ଉଠାଉଥିବା ମହାରାଷ୍ଟ୍ର ଅଞ୍ଚଳର ଏକ ଟିମ୍‌କୁ ଗ୍ରାମବାସୀ ଅଟକ ରଖି ଖଇରା ପୋଲିସକୁ ହସ୍ତାନ୍ତର କରିଛନ୍ତି। ସେମାନଙ୍କ ନିକଟରୁ ଫଟୋଉଠାକୁ ନେଇ ଆବଶ୍ୟକ ତଥ୍ୟ ଦେବା ପରେ ସେମାନଙ୍କୁ ଛଡାଯିବ ବୋଲି ଖଇରା ପୋଲିସ କହିଛି। ମହାରାଷ୍ଟ୍ରରୁ ଏକ ଟିମ୍‌ ଗାଁ ଗାଁ ବୁଲି ଡ୍ରୋନରେ ଫଟୋ ଉଠାଉଥିବା ବେଳେ ଗଣ୍ଡୁଆ ଗ୍ରାମବାସୀଙ୍କର ସନ୍ଦେହ ହେବାରୁ ପୋଲିସକୁ ଖବର ଦେଇଥିଲେ। ପୋଲିସକୁ ସେମାନେ ସର୍ଭେ ଉପରେ କୌଣସି ଲିଖିତ ପ୍ରମାଣ ଦେଖାଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri