Posted inଜାତୀୟ

ମହାରାଷ୍ଟ୍ରରେ ଲାଗୁ ହେବ ପୁରୁଣା ପେନସନ ଯୋଜନା, ଶିନ୍ଦେ ଦେଲେ ସଙ୍କେତ…

ମୁମ୍ବାଇ,୨୨।୧ : ଗୋଟିଏ ପଟେ ଯେତେବେଳେ କଂଗ୍ରେସ କିମ୍ବା ବିରୋଧୀ ଶାସିତ ରାଜ୍ୟଗୁଡ଼ିକରେ ପୁରୁଣା ପେନସନ ଯୋଜନା ପୁନଃସ୍ଥାପିତ ହେଉଛି, ସେତେବେଳେ ଭାଜପା ଶାସିତ ରାଜ୍ୟଗୁଡ଼ିକ ଉପରେ ମଧ୍ୟ ଏହାର ଚାପ ବୃଦ୍ଧି ପାଉଛି। ଏବେ ସୂଚନା ମିଳିଛି ଯେ ଭାଜପା ଶାସିତ ମହାରାଷ୍ଟ୍ର ସରକାର ମଧ୍ୟ ଏହି ଦିଗରେ ସକାରାତ୍ମକ ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛନ୍ତି। ଶିକ୍ଷକ ଓ ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନସନ ଯୋଜନା ପୁଣି ଲାଗୁ ଉପରେ ବିଚାର କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କହିଛନ୍ତି।

ଆସନ୍ତା ନିର୍ବାଚନକୁ ନେଇ ଏକ ରାଲିକୁ ସମ୍ବୋଧିତ କରି ଶିନ୍ଦେ କହିଛନ୍ତି ଯେ ରାଜ୍ୟର ଶିକ୍ଷା ବିଭାଗ ପୁରୁଣା ପେନସନ ଯୋଜନା ଉପରେ ଅଧ୍ୟୟନ କରୁଛି। ଶିକ୍ଷକ, ସରକାରୀ କର୍ମଚାରୀ ଏବଂ ଅଣସଂରକ୍ଷିତ ବିଦ୍ୟାଳୟଗୁଡ଼ିକ ପାଇଁ ପୁରାତନ ପେନସନ ଯୋଜନା ବ୍ୟତୀତ ଇଂରାଜୀ ମଧ୍ୟମ ବିଦ୍ୟାଳୟରେ ୨୫ ପ୍ରତିଶତ ସଂରକ୍ଷଣ ପାଇଁ ସରକାର ସକାରାତ୍ମକ ଅଭିମୁଖ୍ୟ ଗ୍ରହଣ କରିଛନ୍ତି ବୋଲି ସେ କହିଛନ୍ତି।

ଡାଭୋସ ଶିଖର ସମ୍ମିଳନୀରେ ପୁଞ୍ଜି ବିନିଯୋଗ ପ୍ରସ୍ତାବ ଉପରେ ଦସ୍ତଖତ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶିନ୍ଦେ କହିଛନ୍ତି ଯେ ବିରୋଧୀଦଳଙ୍କ ଅଭିଯୋଗକୁ ନେଇ ସରକାର ଏହାର କାର୍ଯ୍ୟ ସହ ଜବାବ ଦେବେ। କିଛି ବିଦେଶୀ କମ୍ପାନୀ ପ୍ରତ୍ୟକ୍ଷ ନିବେଶ କରିବା ପରିବର୍ତ୍ତେ ମିଳିତ ଉଦ୍ୟୋଗକୁ ଯିବାକୁ ପସନ୍ଦ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri