Posted inଜାତୀୟ

ମହାରାଷ୍ଟ୍ର ମହିଳା ପୋଲିସଙ୍କ ପାଇଁ ଖୁସି ଖବର

ମୁମ୍ବାଇ,୨୯ ।୧: ମହାରାଷ୍ଟ୍ରର ମହିଳା ପୋଲିସଙ୍କ ପାଇଁ ଖୁସି ଖବର । ସରକାର ଏବେ ସେମାନଙ୍କ ଡ୍ୟୁଟି ଟାଇମକୁ କମାଇ ଦେଇଛନ୍ତି । ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ସଞ୍ଜୟ ପାଣ୍ଡେଙ୍କ ଦ୍ୱାରା ଜାରି କରାଯାଇଥିବା ଏକ ନିର୍ଦ୍ଦେଶ ଅନୁଯାୟୀ, ସମ୍ପୂର୍ଣ୍ଣ ରାଜ୍ୟରେ ଏବେ ମହିଳା କୋଲିସ ୧୨ ଘଣ୍ଟା ପରିବର୍ତ୍ତେ ୮ ଘଣ୍ଟା ଡ୍ୟୁଟି କରିବେ । ଏହା ପ୍ରୟୋଗାତ୍ମକ ଆଧାରରେ ଲାଗୁ କରାଯିବ । ତେବେ ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା କାର୍ଯ୍ୟକାରୀ କରାଯିବ । ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ମହିଳାଙ୍କ କାର୍ଯ୍ୟ ଓ ସେମାନଙ୍କ ବ୍ୟକ୍ତିଗତ ଜୀବନରେ ଭଲ ତାଳମେଳ ରକ୍ଷା କରିବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏହାପୂର୍ବରୁ ଏଭଳି ବ୍ୟବସ୍ଥା ନାଗପୁର ସହର, ଅମରାବତୀ ସହର ଓ ପୁଣେ ଗ୍ରାମୀଣରେ ଲାଗୁ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?