Posted inଜାତୀୟ

ହିଟ୍‌ ଆଣ୍ଡ୍‌ ରନ୍‌ ମାମଲାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ୍‌

ମୁମ଼୍ବାଇ, ୦୮।୦୭: ମୁମ଼୍ବାଇ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲାରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପ୍ରତିକ୍ରିୟା ରଖିଛନ୍ତି । ସେ ଏହି ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ସେ କହିଛନ୍ତି ଯେ ଯେଉଁ ପର୍ଯ୍ୟନ୍ତ ମୁଁ ମୁଖ୍ୟମନ୍ତ୍ରୀ ଅଛି, ସେ ପର୍ଯ୍ୟନ୍ତ ଅପରାଧୀ ଖସିଯାଇ ପାରିବେ ନାହିଁ । ଶକ୍ତିଶାଳୀ ଏବଂ ପ୍ରଭାବଶାଳୀ ଲୋକ ବ୍ୟବସ୍ଥାରେ ହେରଫେର କରିବା ପାଇଁ ନିଜ ପ୍ରତିଷ୍ଠାର ଦୂରୁପଯୋଗ କରୁଛନ୍ତି ବୋଲି ସେ କହିଛନ୍ତି । ସାଧାରଣ ଲୋକଙ୍କ ଜୀବନ ତାଙ୍କ ପାଇଁ ମୂଲ୍ୟବାନ କହିବା ସହିତ ସେ ଏହି ମାମଲାକୁ ଗମ୍ଭୀରତାର ସହ ନେବାକୁ ରାଜ୍ୟ ପୋଲିସ ବିଭାଗକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ମୁମ଼୍ବାଇର ବର୍ଲି ଅଞ୍ଚଳରେ ରବିବାର ଦ୍ରୁତ ଗତିରେ ଆସି ଏକ ବିଏମ୍‌ଡବ୍ଲୁ କାର ସ୍କୁଟିକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିଲା । ଏହି କାର ମହିର ଶାହା ଚଳାଉଥିଲେ । ମହିର ଦୁର୍ଘଟଣା ବେଳେ ନିଶା ସେବନ କରିଥିବା ପୋଲିସ ସନ୍ଦେହ କରୁଛି । ଅଭିଯୁକ୍ତ ବର୍ତ୍ତମାନ ଫେରାର ରହିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ପୋଷାକ ଭତ୍ତା ମିଳୁନାହିଁ , ଅବସର ବୟସକୁ ନେଇ ରଖିଲେ ଦାବି

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ)-ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଙ୍ଘର ବାର୍ଷିକ ଉତ୍ସବ ରବିବାର ସ୍ଥାନୀୟ ବନ ବିହାର ପରିସରରେ ଅନୁଷ୍ଟିତ ହୋଇଯାଇଛି। ବୈଠକରେ ସଙ୍ଘର...

ପ୍ରେମ ସମ୍ପର୍କରେ ଫାଟ: ୭ ବର୍ଷ ହେଲା ମିଳୁନି ପ୍ରେମିକଙ୍କ ପତ୍ତା, ପ୍ରେମିକା କହିବେ ସବୁ…

ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ୭ ବର୍ଷ ତଳେ ଚନ୍ଦକା ଥାନା ଅଞ୍ଚଳରୁ ନିଖୋଜ ବ୍ୟବସାୟୀ ବଳରାମ ସାହାଣୀଙ୍କର ଏଯାଏ ପତ୍ତା ମିଳିନି। ହେଲେ ଏହି ମାମଲାରେ ୫ଦିନ...

Budget 2026 Expectations: ଏଥର ବଜେଟରେ ମହିଳା, ଯୁବପିଢ଼ି ଏବଂ ‘ବିକଶିତ ଭାରତ’ର ଦୃଷ୍ଟିକୋଣ ଉପରେ ଧ୍ୟାନ ଦିଆଯିବ, ବଜେଟରୁ କ’ଣ ଆଶା ରହିଛି ଜାଣନ୍ତୁ

ନୂଆଦିଲ୍ଲୀ,୧୯।୧: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ରବିବାର, ଫେବୃଆରୀ ୧ରେ ଦେଶର ବଜେଟ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀ ଭାବରେ ଏହା ତାଙ୍କର ଲଗାତାର ନବମ ବଜେଟ...

ଚାଇନା ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୨ ମୃତ ୮୪ ଆହତ

ବେଜିଂ,୧୯।୧: ପଶ୍ଚିମ ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ସ୍ବୟଂଶାସିତ ଅଞ୍ଚଳର ବାଓଟୋଉ ସହରରେ ରବିବାର (ଜାନୁଆରୀ ୧୮) ଏକ ଷ୍ଟିଲ ପ୍ଲାଣ୍ଟରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା।...

ପାଳନ ହେଉନି ଏନ୍‌ଜିଟି ନିର୍ଦ୍ଦେଶ : ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ବାସିନ୍ଦା

ପୁରୀ,୧୯ା୧(ଅଜିତ୍‌ କୁମାର ମହାନ୍ତି): ପୁରୀ ବଳିଆପଣ୍ଡା ଡମ୍ପିଂୟାର୍ଡ ପ୍ରସଙ୍ଗରେ ଏନ୍‌ଜିଟିର ନିର୍ଦ୍ଦେଶକୁ ପ୍ରଶାସନ ଫୁ’ କରି ଦେଇଥିବା ଦେଖିବାକୁ ମିଳୁଛି। ଏନ୍‌ଜିଟିର ନିର୍ଦ୍ଦେଶ ସତ୍ତ୍ୱେ ଅଳିଆ...

Ind Vs NZ: ODI ସିରିଜ ପରାଜୟ ଉପରେ ଆସିଲା ଅଧିନାୟକ ଗିଲଙ୍କ ବୟାନ – ‘ବିରାଟଙ୍କ ବ୍ୟାଟିଂ ଏକ ‘ପ୍ଲସ ପଏଣ୍ଟ’ କିନ୍ତୁ…’

ନୂଆଦିଲ୍ଲୀ,୧୯।୧: ଭାରତୀୟ ଅଧିନାୟକ ଶୁବମନ ଗିଲ, ଜାନୁଆରୀ ୧୮, ୨୦୨୬ ରବିବାର ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ହାରିବା ପରେ କହିଛନ୍ତି ଯେ ବିରାଟ କୋହଲିଙ୍କ...

ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ

ବରଗଡ଼,୧୯ା୧(ପ୍ରେମାନନ୍ଦ ଖମାରୀ): ସୋମବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ। ଏହି ଅବସରରେ ବରଗଡ଼ରେ ବହ୍ନିକନ୍ୟାଙ୍କ ଜନ୍ମ ଶତବାର୍ଷିକୀକୁ ଜିଲା ପ୍ରଶାସନ ଏବଂ...

ଭାଜପା ଅଧ୍ୟକ୍ଷ ନିର୍ବାଚନ ପାଇଁ ଭୋଟର ତାଲିକାରୁ ଲାଲକୃଷ୍ଣ ଆଡଭାନୀ, ମୁରଲୀ ମନୋହର ଯୋଶୀଙ୍କ ନାମ ଆଉଟ, ଜାଣନ୍ତୁ କ’ଣ ଏହାର କାରଣ

ନୂଆଦିଲ୍ଲୀ,୧୯।୧: ମଙ୍ଗଳବାର (ଜାନୁଆରୀ ୨୦) ରେ ଭାଜପାକୁ ନୂତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ମିଳିବ, କିନ୍ତୁ ଏଥର ଆଗାମୀ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନରେ ଏକ ଐତିହାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri