Posted inଜାତୀୟ

ହୋଇଗଲା ଫାଇନାଲ: ଏହି ହେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ,! ଶିନ୍ଦେଙ୍କୁ ମିଳିବ…

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତିର ବିଜୟ ପରେ ଏବେ ନୂଆ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଚର୍ଚ୍ଚା ରହିଛି। ଏ ପର୍ଯ୍ୟନ୍ତ ନୂତନ ସିଏମ୍‌ଙ୍କ ନାଁ ଘୋଷଣା ହୋଇନାହିଁ। ସେପଟେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେଙ୍କଠାରୁ ଏକ ବଡ଼ ବୟାନ ଆସିଛି। ସେ କହିଛନ୍ତି ଯେ ଏକନାଥ ଶିନ୍ଦେଙ୍କୁ କେନ୍ଦ୍ରକୁ ଅଣାଯିବା ଉଚିତ୍‌। ଏକନାଥ ଶିନ୍ଦେ ମଙ୍ଗଳବାର ଦେବେନ୍ଦ୍ର ଫଡନ୍‌ଭିସ୍‌ ଏବଂ ଅଜିତ ପାୱାରଙ୍କ ଉପସ୍ଥିତିରେ ସିଏମ ପଦରୁ ଇସ୍ତଫା ଦେଇଛନ୍ତି।

ରାମଦାସ ଅଠୱାଲେ ପରାମର୍ଶ ଦେଇଛନ୍ତି ଯେ, ଏକନାଥ ଶିନ୍ଦେ ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିପାରିବେ କିମ୍ବା ତାଙ୍କୁ କେନ୍ଦ୍ର କ୍ୟାବିନେଟରେ ଅନ୍ତର୍ଭୁକ୍ତ କରାଯିବା ଉଚିତ। ସେ କହିଛନ୍ତି, ମହାରାଷ୍ଟ୍ରରେ ସିଏମ ପଦବୀ ଉପରେ ଚାଲିଥିବା ସସପେନ୍ସ ଶୀଘ୍ର ଶେଷ ହେବ। ଦେବେନ୍ଦ୍ର ଫଡନ୍‌ଭିସ୍‌ଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନେଇ ଭାଜପା ହାଇକମାଣ୍ଡ ନିଷ୍ପତ୍ତି ନେଇଛନ୍ତି। ତେବେ ଏକନାଥ ଶିନ୍ଦେ ଏହି ନିଷ୍ପତ୍ତିରେ ଖୁସି ନୁହଁନ୍ତି ଏବଂ ତାଙ୍କ କ୍ରୋଧର ସମାଧାନ କରାଯିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri