ମହାଶିବରାତ୍ରୀରେ କ’ଣ କଲେ ହୁଏ ଶୁଭ …

ବିଶ୍ୱାସ ରହିଛି, ମହାଶିବରାତ୍ରୀ ଭଳି ପବିତ୍ର ଦିନରେ ଭଗବାନ ଶିବଙ୍କୁ ନିଷ୍ଠାର ସହ ସୁମରଣା କଲେ ମନକୁ ଶାନ୍ତି ମିଳିବା ସହ ମନୋସ୍କାମନା ପୂରଣ ହୋଇଥାଏ। ତା’ଛଡ଼ା ଏମିତି ବି କିଛି କାମ ରହିଛି ଯାହାକୁ ଏହି ଦିନରେ କଲେ ପ୍ରଭୁଙ୍କର କରୁଣା ପ୍ରାପ୍ତି ହୋଇଥାଏ…
* ବାସ୍ତୁଶାସ୍ତ୍ର ଅନୁଯାୟୀ, ମହାଶିବରାତ୍ରୀ ଭଳି ପବିତ୍ର ଦିନରେ ବ୍ରାହ୍ମମୁହୂର୍ତ୍ତରୁ ଉଠି ସ୍ନାନ ସାରି ଲାଜକୁଳି ଲତା ଗଛ ଲଗାଇବା ଶୁଭ ହୋଇଥାଏ। ତା’ସହିତ ଏହି ଗଛ ମଧ୍ୟରେ ଏକ ଶିବଲିଙ୍ଗକୁ ସ୍ଥାପନ କରି ପ୍ରତିଦିନ ଶ୍ରଦ୍ଧାର ସହ ଜଳ ହେଉ ଅବା କ୍ଷୀର ଅର୍ପଣ କଲେ ପ୍ରଭୁ କୃପା ମିଳିବା ସହ ଶନିଦେବଙ୍କର କୃଦୃଷ୍ଟି ଦୂରେଇ ଯାଏ ବୋଲି ବିଶ୍ୱାସ କରାଯାଏ।
* ଭଗବାନ ଶିବଙ୍କର ବେଲଗଛ ଓ ବେଲପତ୍ର ବି ଖୁବ୍‌ ପ୍ରିୟ। ଶିବ ପୁରାଣ ଅନୁଯାୟୀ, ଯେଉଁ ସ୍ଥାନରେ ବେଲଗଛଟିଏ ଥାଏ, ସେହି ସ୍ଥାନଟି ଖୁବ୍‌ ପବିତ୍ର ହୋଇଥାଏ। ତେଣୁ ବେଲଗଛ ଲାଗିଥିବା ସ୍ଥାନରେ ପ୍ରତିଦିନ ବିଶେଷକରି ମହାଶିବରାତ୍ରୀ ଦିନ ଜଳ ଢାଲିଲେ ମହାଦେବଙ୍କର କରୁଣା ପ୍ରାପ୍ତି ହେବା ସହ ପରିବାରରେ ସୁଖସମୃଦ୍ଧି ବଢିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।
* ଭଗବାନ ଶିବ ହେଉଛନ୍ତି ପୂର୍ଣ୍ଣତାର ପ୍ରତୀକ। ଏହି ପବିତ୍ର ଦିନରେ ଠାକୁର ଘରର ଉତ୍ତରପଟ କାନ୍ଥରେ ଭଗବାନ ଶିବ ଓ ତାଙ୍କ ପରିବାରର ଫଟୋ ଲଗାଇ ପବିତ୍ର ମନରେ ତାହାକୁ ନିୟମିତ ପୂଜାକଲେ ପ୍ରଭୁକୃପା ମିଳିବା ସହ ପରିବାରରେ ଶାନ୍ତି ବଢିଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri