ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆକୁ ମହାତ୍ମା ପୁରସ୍କାର

ଭୁବନେଶ୍ୱର,୫।୧୦: ଆର୍ସେଲର ମିତ୍ତଲ ନିପନ୍‌ ଷ୍ଟିଲ୍‌ (ଏଏମ୍‌ଏନ୍‌ଏସ୍‌) ଇଣ୍ଡିଆକୁ ନିକଟରେ ଆଉ ଏକ ଜାତୀୟସ୍ତରୀୟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ସୋସିଆଲ ରେସ୍‌ପନସିବିଲିଟି (ସିଏସ୍‌ଆର୍‌) ‘ସିଏସ୍‌ଆର୍‌ ଏକ୍ସିଲେନ୍ସ’ ବର୍ଗରେ ଏଏମ୍‌ଏନ୍‌ଏସ୍‌କୁ ସମ୍ମାନଜନକ ‘ମହାତ୍ମା ପୁରସ୍କାର-୨୦୨୩’ ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମବାର୍ଷିକୀ ଅବସରରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆକୁ ସିଏସ୍‌ଆର୍‌ ଏକ୍ସଲେନ୍ସ ବର୍ଗରେ ବିଶିଷ୍ଟ ମହାତ୍ମା ପୁରସ୍କାର-୨୦୨୩ ପ୍ରଦାନ କରାଯାଇଥିଲା।

ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ଗାନ୍ଧିବାଦୀ ତଥା ମହାତ୍ମା ଗାନ୍ଧୀ ପ୍ରତିଷ୍ଠା କରିଥିବା ଗୁଜରାଟ ବିଦ୍ୟାପୀଠର ପୂର୍ବତନ ଟ୍ରଷ୍ଟି ଉତ୍କଳ ପରମାରଙ୍କ ଠାରୁ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସିଏସ୍‌ଆର୍‌ ହେଡ୍‌ ଡ. ବିକାଶ ୟାଦଭେନ୍ଦୁ ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି। ଏହି ଅବସରରେ ସିଏସ୍‌ଆର୍‌ ବିଲର ବିଶିଷ୍ଟ ସମର୍ଥକ ତଥା ସାମାଜିକ ଉଦ୍ୟୋଗୀ ଅମିତ ସଚ୍ଚଦେବଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri