Categories: Home Middle

ମହାତ୍ମା ଗାନ୍ଧୀ: ସତ୍ୟର ସାହସ ଏବଂ ଅହିଂସାର ଅତୁଟ ଆସ୍ଥା

ସତ୍ୟ ଓ ଅହିଂସାର ଶକ୍ତିରେ ସାରା ଦେଶକୁ ଏକତାର ସୂତ୍ରରେ ବାନ୍ଧିଥିବା ମହାତ୍ମା ଗାନ୍ଧୀଙ୍କ ଜୀବନ ଥିଲା ଅତି ସରଳ। ତାଙ୍କ ହାତରେ ନା ଥିଲା ଅସ୍ତ୍ର, ନା ଥିଲା ହିଂସାର ଭାଷା; ଥିଲା କେବଳ ସତ୍ୟର ସାହସ ଏବଂ ଅହିଂସାର ଅତୁଟ ଆସ୍ଥା। ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ବାର୍ଷିକୀ ।