ହଂସଲ ମେହେତାଙ୍କ ୱେବ ସିରିଜରେ ମହାତ୍ମାଙ୍କ ଜୀବନୀ

ମୁମ୍ବାଇ: ଫିଲ୍ମ ନିର୍ମାତା ହଂସଲ ମେହେତା ରାମଚନ୍ଦ୍ର ଗୁହାଙ୍କ ଦୁଇଟି ପୁସ୍ତକ: ଗାନ୍ଧୀ ବିଫୋର ଇଣ୍ଡିଆ ଓ ଗାନ୍ଧୀ ଦ ଇୟର୍ସ ଦ୍ୟାଟ ଚେଞ୍ଜ ଦ ୱାର୍ଲଡ ଉପରେ ଆଧାରିତ ଆଗାମୀ ସିରିଜ ଗାନ୍ଧୀର ନିର୍ଦ୍ଦେଶନା ପାଇଁ ବୋର୍ଡକୁ ଆସିଯାଇଛନ୍ତି । ଏହି ବିଶେଷ ସିରିଜରେ ଅଭିନେତା ପ୍ରତିକ ଗାନ୍ଧୀ , ମହାତ୍ମା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ ।
ହଂସଲ ମେହେତା ୱେବ ସିରିଜର ନିର୍ଦ୍ଦେଶନାକୁ ନେଇ କହିଛନ୍ତି, ଆପଣ ମହାତ୍ମା ଗାନ୍ଧୀଙ୍କ ଭଳି ଐତିହାସିକ ଓ ପ୍ରତିଷ୍ଠିତ ବ୍ୟକ୍ତିଙ୍କ କଥା କହୁଛନ୍ତି । ତେଣୁ ଜଣେ ଫିଲ୍ମ ନିର୍ମାତା ଭାବେ ପ୍ରଥମରୁ ମୋ ଉପରେ ବଡ ଦାୟିତ୍ୱ ରହିଛି । ସିରିଜ ସହ ଆମର ଦୃଷ୍ଟିକୋଣ ଏହାକୁ ସଫଳ କରି ନିର୍ମାଣ କରିବା । ଯେତିକି ସମ୍ଭବ ହେବ ଓ ରାମଚନ୍ଦ୍ର ଗୁହାଙ୍କ କାମ ଦ୍ୱାରା ସମର୍ଥିତ, ଆମେ ଆଶ୍ୱସ୍ତ ଓ ଉତ୍ସାହିତ ଯେ ଆମେ ଦର୍ଶକଙ୍କୁ କିଛି ମନେରଖିବାକୁ ଆଣିବୁ ।

ନିର୍ମାତା ସମୀର ନାୟର ହଂସଲ ମେହେଟା, ପ୍ରତିକ ଗାନ୍ଧୀ ଓ ସିଦ୍ଧାର୍ଥ ବସୁଙ୍କୁ ବୋର୍ଡକୁ ଆଣିବାକୁ କଥା ହେଉଛୁ ଓ ସମ୍ପୂର୍ଣ୍ଣ ସିରିଜ ଉପରେ ନିଜର ଅର୍ନ୍ତଦୃଷ୍ଟି ବି ଦେଉଛୁ । ଯାହା ମହାତ୍ମା ଗାନ୍ଧୀଙ୍କ ଜୀବନ ଓ ସ୍ୱତନ୍ତ୍ରତା ସଂଗ୍ରାମରେ ତାଙ୍କର ଭୂମିକାକୁ ପ୍ରଦର୍ଶିତ କରିବ ।
ସେ କୁହନ୍ତି ମହାତ୍ମା ଗାନ୍ଧୀଙ୍କ କାହାଣୀ କେବଳ ଏକ ମହାନ ବ୍ୟକ୍ତିଙ୍କ କାହାଣୀଠାରୁ ଅଧିକ । ଏହା ଏକ ରାଷ୍ଟ୍ର ଓ ତେକେଜଣ ଅନ୍ୟ ନାଟ୍ୟକାରଙ୍କ ଜନ୍ମର କାହାଣୀଠାରୁ ଅଧିକ । ଏହା ମଧ୍ୟ ଏକ ଜାତିର ଜନ୍ମ ଓ ଅନ୍ୟାନ୍ୟ ନାଟ୍ୟ, ଯେଉଁମାନେ ଗାନ୍ଧିଜୀଙ୍କ ସହ ଭାରତ ପାଇଁ ସ୍ୱାଧିନତା ହାସଲ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?