Posted inଜାତୀୟ

ମହାତ୍ମା ଗାନ୍ଧୀଙ୍କ ନାତି ଅରୁଣ ଗାନ୍ଧୀଙ୍କ ପରଲୋକ

ନୂଆଦିଲ୍ଲୀ,୨।୫: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ନାତି ତଥା ସାମାଜିକ- ରାଜନୈତିକ କାର୍ଯ୍ୟକର୍ତ୍ତା ଅରୁଣ ଗାନ୍ଧୀଙ୍କ ମଙ୍ଗଳବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ମହାରାଷ୍ଟ୍ରର କୋହ୍ଲାପୁରରେ ଦେହାନ୍ତ ହୋଇଛି। ତେବେ କୋହ୍ଲାପୁରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବା ନେଇ ଅରୁଣ ଗାନ୍ଧୀଙ୍କ ପୁଅ ତୁଷାର ଗାନ୍ଧୀ ସୂଚନା ଦେଇଛନ୍ତି।

ଅରୁଣ ଗାନ୍ଧୀ ୧୯୩୪ ଏପ୍ରିଲ ୧୪ରେ ଜନଗ୍ରହଣ କରିଥିଲେ। ତାଙ୍କ ଜେଜେବାପା ତଥା ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଅନୁସରଣ କରି ସେ ମହାରାଷ୍ଟ୍ରର ଜଣେ ଲେଖକ ତଥା କାର୍ଯ୍ୟକର୍ତ୍ତା ଭାବରେ ସେବା କରିଆସୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri