Posted inଖେଳ

ଶ୍ରୀଲଙ୍କାକୁ ବଡ ଝଟକା, ଫାଇନାଲ ମ୍ୟାଚରୁ ବାଦ୍‌ ପଡିଲେ ଏହି ଖେଳାଳି

କଲମ୍ବୋ,୧୬।୯: ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ଶ୍ରୀଲଙ୍କାକୁ ବଡ ଝଟକା ଲାଗିଛି। ରବିବାର ଏସିଆ କପ୍‌ର ଫାଇନାଲ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ, କିନ୍ତୁ ଆୟୋଜକ ଶ୍ରୀଲଙ୍କାର ସମସ୍ୟା ବଢୁଥିବା ଜଣାପଡିଛି। ଶ୍ରୀଲଙ୍କାର ସ୍ପିନର ମହିଶ ଥେସ୍କାନା ଭାରତ ବିପକ୍ଷରେ ଫାଇନାଲ ଖେଳି ପାରିବେ ନାହିଁ। ଆହତ କାରଣରୁ ମହିଶ ବାଦ୍‌ ପଡିଛନ୍ତି। ଗତ ମ୍ୟାଚରେ ମହିଶ ଆହତ ହୋଇଥିଲେ। ବର୍ତ୍ତମାନ ଏହି ଆଘାତ ହେତୁ ମହିଶ ଏସିଆ କପ୍‌ର ଫାଇନାଲ ମ୍ୟାଚ ଖେଳି ପାରିବେନାହିଁ ।

ରବିବାର ଏସିଆ କପ୍‌ର ଫାଇନାଲ ମ୍ୟାଚ ଖେଳାଯିବ। କଲମ୍ବୋ ପଡ଼ିଆରେ ଭାରତ ଏବଂ ଶ୍ରୀଲଙ୍କାର ଦଳ ମୁହାଁମୁହିଁ ହେବେ। ଏଥି ସହି ଏହି ଟାଇଟଲ ମ୍ୟାଚ ଭାରତୀୟ ସମୟ ଅପରାହ୍ନ ୩ଟାରୁ ଆରମ୍ଭ ହେବ। ଦାଶୁନ ଶନାକାଙ୍କ ନେତୃତ୍ୱରେ ଶ୍ରୀଲଙ୍କା ଦଳ ସୁପର ଫୋର୍‌ ରାଉଣ୍ଡରେ ପାକିସ୍ତାନ ଏବଂ ବାଂଲାଦେଶକୁ ପରାସ୍ତ କରିଛି। ଏଥିସହିତ ଶ୍ରୀଲଙ୍କାକୁ ମଧ୍ୟ ଭାରତ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହିପରି ଶ୍ରୀଲଙ୍କା ଦଳ ୪ ପଏଣ୍ଟ ସହ ଫାଇନାଲରେ ନିଜର ସ୍ଥାନ ପକ୍କା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri