Posted inଖେଳ

ପୁଣି ଧୋନିଙ୍କ ହାତରେ ଦିନିକିଆ ବିଶ୍ୱକପ ଟ୍ରଫି, ପ୍ରଶଂସକଙ୍କ ମନରେ ପୁନର୍ଜୀବିତ ହେଲା ୨୦୧୧ ଦିନିକିଆ ବିଶ୍ୱକପ ଫାଇନାଲ ମ୍ୟାଚ୍

ମୁମ୍ବାଇ,୧୩ା୪: ମହେନ୍ଦ୍ର ସିଂହ ଧୋନିଙ୍କ ଭାରତୀୟ କ୍ରିକେଟ ଟିମର ଏକମାତ୍ର ଅଧିନାୟକ ଯିଏ ସମସ୍ତ ପ୍ରକାର ଆଇସିସି ଟ୍ରଫି ଜିତିଛନ୍ତି। ତେଣୁକରି ଭାରତୀୟ କ୍ରିକେଟ ଧୋନିଙ୍କ ହାତରେ ଆଇସିସି ଟ୍ରଫି ଦେଖିଲେ ପ୍ରଶଂସକମାନେ ଉତ୍ଫୁଲିତ ହୋଇ ଉଠନ୍ତି। ଶନିବାର ସମାନ ଘଟଣା ଘଟିଥିଲା ଯେତେବେଳେ ବିସିସିଆଇ ଧୋନିଙ୍କର ଏକ ଫଟୋ ଏହାର ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ପୋଷ୍ଟ କରିଥିଲା।

ଏଥିରେ ଧୋନି ୨୦୧୧ ଦିନିକିଆ ବିଶ୍ୱକପକୁ ଧରିଥିବାର ଦେଖିବାକୁ ମିଳୁଛି। ଏହି ସମୟରେ ଧୋନି ଟ୍ରଫିକୁ ଏପରି ନିରୀକ୍ଷଣ କରୁଛନ୍ତି ସତେ ଯେପରି ସେ ବିଶ୍ୱକପ ଫାଇନାଲ ମ୍ୟାଚର ସ୍ମୃତିକୁ ପୁନର୍ଜୀବିତ କରୁଛନ୍ତି। ଧୋନିଙ୍କ ନେତୃତ୍ୱରେ ଭାରତ ପ୍ରଥମେ ୨୦୦୭ରେ ଟି-୨୦ ବିଶ୍ୱକପ ଜିତିଥିଲା, ଏହାପରେ ୨୦୦୭ ରେ ଦିନିକିଆ ବିଶ୍ୱକପ, ୨୦୧୩ରେ ଦିନିକିଆ ଚମ୍ପିଆନ୍ସ ଟ୍ରଫି ଏବଂ ଟେଷ୍ଟରେ ମଧ୍ୟ ଭାରତୀୟ ଟିମ୍ ଏକ ନମ୍ବର ସ୍ଥାନରେ ପହଞ୍ଚିଥିଲା।

ଏହାପରେ ଧୋନି ୨୦୧୪ ଏବଂ ୨୦୧୬ ଟି୨୦ ବିଶ୍ୱକପ, ୨୦୧୫ ଦିନିକିଆ ବିଶ୍ୱକପ ଏବଂ ୨୦୧୯ ଦିନିକିଆ ବିଶ୍ୱକପ ଦଳର ମଧ୍ୟ ସଦସ୍ୟ ଥିଲେ। ଏହାପରେ ସେ ଭାରତୀୟ ଟିମରୁ ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri