Posted inଖେଳ

୨୦୧୧ ବିଶ୍ୱକପ୍‌ ସମୟରେ ଧୋନୀଙ୍କ ଏହି ନିଷ୍ପତ୍ତି ପାଲଟିଥିଲା ମାଷ୍ଟରଷ୍ଟ୍ରୋକ୍‌; ଏବେ ମୁରଲୀଧରନ୍‌ କହିଲେ…

ନୂଆଦିଲ୍ଲୀ,୨୧।୮: ଶ୍ରୀଲଙ୍କାର ମହାନ ଅଫ୍‌ ସ୍ପିନର ମୁଥିୟା ମୁରଲୀଧରନ୍‌ ଭାରତୀୟ କ୍ରିକେଟର ଐତିହାସିକ ମୁହୂର୍ତ୍ତକୁ ମନେ ପକାଇଛନ୍ତି। ଇଏସ୍‌ପିଏନ୍‌କ୍ରିକ୍‌ଇନ୍‌ଫୋ ସହ ସାକ୍ଷାତକାରରେ ମୁରଲୀଧରନ୍‌ କହିଛନ୍ତି, ଯେତେବେଳେ ମୁଁ ଚେନ୍ନାଇରେ ମହେନ୍ଦ୍ର ସିଂହ ଧୋନୀଙ୍କୁ ବୋଲିଂ କରିଥିଲି, ତାଙ୍କୁ ଭଲ ଭାବେ ବୁଝିପାରିଥିଲି। ୨୦୧୧ ବିଶ୍ୱକପ୍‌ରେ ମୋର ‘ଦୁସ୍‌ରା’ ବୋଲିଂକୁ ନେଇ ଯୁବରାଜ ସିଂହଙ୍କର କୌଣସି ଧାରଣା ନ ଥିଲା। ସେ ପ୍ରଥମେ ବ୍ୟାଟିଂ କରିବାକୁ ଆସିଥାନ୍ତେ, ହେଲେ ମୁଁ ବୋଲିଂ କରିବା ଯୋଗୁ ଧୋନୀ ବଡ଼ ନିଷ୍ପତ୍ତି ନେଇ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲେ ବୋଲି ମୁରଲୀଧରନ୍‌ କହିଛନ୍ତି।

କହିରଖୁଛୁ, ଫାଇନାଲରେ ଧୋନୀ ପ୍ରଥମେ ଖେଳିବାକୁ ଆସିବା ନିଷ୍ପତ୍ତି ସେତେବେଳେ ଅନେକଙ୍କୁ ଚକିତ କରିଥିଲା। ହେଲେ ସେ ଉକ୍ତ ମ୍ୟାଚ୍‌ରେ ଅପରାଜିତ ୯୧ ରନ୍‌ କରିଥିଲେ। ଏଥିରେ ଭାରତ ବିଜୟୀ ମଧ୍ୟ ହୋଇଥିଲା। ଦୀର୍ଘ ୨୮ ବର୍ଷ ପରେ ଧୋନୀଙ୍କ ନେତୃତ୍ୱରେ ଭାରତ ବିଶ୍ୱ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲା। ଏହି ବିଶ୍ୱକପ୍‌କୁ ଧୋନୀ ଭାରତର ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକରଙ୍କୁ ଉତ୍ସର୍ଗ କରିଥିଲେ। ତେବେ ପୂର୍ବରୁ ଧୋନୀଙ୍କ ନିଷ୍ପତ୍ତି ଏକ ମାଷ୍ଟରଷ୍ଟ୍ରୋକ୍‌ ପ୍ରମାଣିତ ହୋଇଥିବା ଅନେକେ କହୁଥିବା ବେଳେ ଏବେ ମୁରଲୀଧରନଙ୍କ କଥା କାହାଣୀକୁ ଭିନ୍ନ ମୋଡ଼ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri