ଶୂନରେ ଆଉଟ୍‌, ମ୍ୟାଚ୍‌ ବି ହାରିଲେ; ଏବେ ଲାଗିଲା ୧୨ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ସ୍ଲୋ ଓଭରକୁ ନେଇ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ଉପରେ ୧୨ ଲକ୍ଷ ଟଙ୍କାର ଜରିମାନା କରାଯାଇଛି। ଦଳ ଏହି ମ୍ୟାଚ୍‌ ଜିତିପାରି ନ ଥିବା ବେଳେ ଆଇପିଏଲ୍‌ର ନିୟମ ଅନୁଯାୟୀ ଏହି ଜରିମାନା କରାଯାଇଛି।

ପ୍ରକାଶ ଯେ, ଦିଲ୍ଲୀ କ୍ୟାପିଟାଲକୁ ସିଏସ୍‌କେ ପକ୍ଷରୁ ୧୮୯ର ବିଜୟ ଲକ୍ଷ୍ୟର ଦିଆଯାଇଥିଲା। ପରେ ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧଓ୍ବନ(୮୫) ଏବଂ ପୃଥ୍ବୀ ଶ(୭୨) ରନ୍‌ କରି ୧୩୮ରନ୍‌ର ଭାଗିଦାରୀ କରିଥିଲେ। ଏଥିଯୋଗୁ ଦଳ ସହଜ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନଙ୍କୁ ଜରିମାନା

ନୂଆଦିଲ୍ଲୀ,୨୨।୪(ପିଟି)- ଆଇପିଏଲ ଫ୍ରାଞ୍ଚାଇଜ କିଙ୍ଗ୍ସ ଇଲେଭେନ ପଞ୍ଜାବ ଅଧିନାୟକ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା ହୋଇଛି। ଏଠାରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା...

ବାଂଲାଦେଶ ପ୍ରସ୍ତାବକୁ ପିସିବି ପ୍ରତ୍ୟାଖ୍ୟାନ

କରାଚୀ,୫।୧(ପି.ଟି.)- ଟେଷ୍ଟ ମ୍ୟାଚ୍‌ ଭେନ୍ୟୁ ପରିବର୍ତ୍ତନ ନେଇ ବାଂଲାଦେଶ ଦେଇଥିବା ସର୍ତ୍ତମୂଳକ ପ୍ରସ୍ତାବକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପ୍ରତ୍ୟାଖ୍ୟାନ କରିଛି। ପାକସ୍ତାନରେ ବାଂଲାଦେଶ ଗୋଟିଏ...

ଆଇସିସି ବୋର୍ଡ ବୈଠକରେ ଯୋଗଦେବେ ଜୟ ଶାହା

ନୂଆଦିଲ୍ଲୀ, ୧୧ା୧ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ମୃଦୁ ହୃଦ୍‌ଘାତ ପରେ ଡାକ୍ତରଖାନାରୁ ସୁସ୍ଥ ହୋଇ ଫେରିଛନ୍ତି। ଫଳରେ...

ଫିଫା ର଼୍ୟାଙ୍କିଙ୍ଗ୍‌: ଭାରତ ସ୍ଥିର

ନୂଆଦିଲ୍ଲୀ,୧୯।୧୨(ପି.ଟି.)-ସଦ୍ୟ ପ୍ରକାଶିତ ଫିଫା ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ଫୁଟବଲ ଦଳ ବର୍ଷ ଶେଷରେ ୧୦୮ତମ ସ୍ଥାନରେ ପୂର୍ବପରି ସ୍ଥିର ରହିଛି। ତେବେ ଗତ ଗୋଟିଏ ବର୍ଷରେ...

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ...

ସୈଫ୍‌ ହାସନଙ୍କୁ ଜରିମାନା

କୋଲକାତା,୨୯।୧୧(ପି.ଟି.)- ଭାରତରେ ଅଧିକ ସମୟ ରହିବାରୁ ବାଂଲାଦେଶ ଓପନର ସୈଫ ହାସନଙ୍କୁ ଜରିମାନ ଦେବାକୁ ପଡିଛି। ତାଙ୍କର ଭିଜା ଅବଧି ଶେଷ ହୋଇଥିଲେ ମଧ୍ୟ ସେ...

ଇଂଲଣ୍ଡ ଦଳକୁ ଆଣ୍ଡରସନଙ୍କ ପ୍ରତ୍ୟାବର୍ତ୍ତନ

ଲଣ୍ଡନ, ୭।୧୨- ଚଳିତ ମାସ ଅନ୍ତିମ ସପ୍ତାହରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜ ଲାଗି ଶନିବାର ଭ୍ରମଣକାରୀ ଇଂଲଣ୍ଡ ଦଳ ଘୋଷଣା...

ଧୋନୀଙ୍କ ଏହି ନିଷ୍ପତ୍ତିରେ ସାରା ଦେଶ ହୋଇଥିଲା ଚକିତ

ଅଗଷ୍ଟ ୧୫ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ବିଶେଷ ଦିନ। ଏହି ଦିନ ଭାରତ ସ୍ବାଧୀନତା ପାଇଥିଲା। ଏହି ବର୍ଷ ଦେଶ ୭୫ ତମ ସ୍ବାଧୀନତା...

Advertisement
Ten Cric Info


Archives

Model This Week