ସନ୍ୟାସକୁ ନେଇ ଭାବୁକ ହେଲେ ଧୋନୀ, ସୋସିଆଲ ମିଡିଆରେ ଭିଡିଓ ଛାଡି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୧୧: ଚେନ୍ନାଇ ସୁପର କିଙ୍ଗ୍ସ, ମହାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସନ୍ନ୍ୟାସର ଘୋଷଣା କରିସାରିଥିଲା। ଯାହାପରେ ସମସ୍ତେ ଧୋନୀଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ଅପେକ୍ଷା କରି ରହିଥିଲେ। ଏହି ଅପେକ୍ଷାର ଅନ୍ତ ଘଟାଇ ‘ମାହି’ ନିଜର ଏକ ରିଟାୟର୍ମେଣ୍ଟ ଭିଡିଓ ପୋଷ୍ଟ କରିଛନ୍ତି, ଯେଉଁଥିରେ ତାଙ୍କର ସେହି ପୁରୁଣା ଅନ୍ଦାଜ ନଜର ଆସିଛି।

Share