Posted inଖେଳ

ପଡ଼ିଆକୁ ଓହ୍ଲାଇଲେ ଧୋନୀ

କ୍ରିକେଟ ନୁହେଁ ଫୁଟ୍‌ବଲ ପଡ଼ିଆରେ ନଜର ଆସିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ତଥା ଅବସରପ୍ରାପ୍ତ କ୍ରିକେଟର ମହେନ୍ଦ୍ର ସିଂ ଧୋନୀ। ଜୁହୁ ସ୍ଥିତି ଫୁଟବଲ ଗ୍ରାଉଣ୍ଡରେ ପ୍ରାକ୍ଟିସ କରିବା ପାଇଁ ଧୋନୀ ପହଞ୍ଚିଛନ୍ତି। ତାଙ୍କ ସହ ବଲିଉଡ୍‌ର ବହୁ ନାମୀ ଅଭିନେତା ରନବୀର କପୁର, ଡିନୋ ମୋରିଆ, ଇବ୍ରାହିମ ଅଲି ଅଭ୍ୟାସ କରୁଥିଲେ। ଆଗାମୀ ଦିନରେ ଅଭିଷେକ ବଚ୍ଚନ ଓ ଅର୍ଜୁନ କପୁର ମଧ୍ୟ ଏହି ପ୍ରାକ୍ଟିସରେ ଯୋଗଦେବେ। ଏମାନେ ଆଇପିଏଲ ପରେ ମେ’ କିମ୍ବା ଜୁନରେ ଦର୍ଶକଙ୍କ ପାଇଁ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କ ଶରୀରରେ ଅଛି ୧୧ ଟାଟୁ: ଜାଣନ୍ତୁ କାହାର ଅର୍ଥ କ’ଣ

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ କ୍ୟାରିୟରରେ ଅନେକ ରେକର୍ଡ କରିଛନ୍ତି। ତାଙ୍କ କ୍ୟାରିଅର୍‌ ସମୟରେ ସେ ଏପର୍ଯ୍ୟନ୍ତ ତାଙ୍କ ଶରୀରରେ ୧୧ଟି ଟାଟୁ...

ଭାରତୀୟ ଯୁବ ଦଳ ଜିତିଲା ତ୍ରି-ରାଷ୍ଟ୍ରୀୟ ସିରିଜ

ଲଣ୍ଡନ, ୧୨।୮- ଭାରତୀୟ ଯୁବ କ୍ରିକେଟ୍‌ ଦଳ ୧୯ ବର୍ଷରୁ କମ୍‌ ତ୍ରି-ରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛି। ହୋଭ୍‌ସ୍ଥିତ କାଉଣ୍ଟି ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲ...

ଖାଦ୍ୟ ପାଇଁ ପ୍ରଯକ୍ତାଙ୍କ ସଂଘର୍ଷ

ନୂଆଦିଲ୍ଲୀ, ୧୪।୫ (ପି.ଟି.): କୋଭିଡ୍‌-୧୯ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ପୂର୍ବତନ ୟୁନିଭର୍ସିଟି ଆଥଲେଟ୍‌ ପ୍ରଯକ୍ତା ଗୋଡ଼ବୋଲେ ନିଜ ପାଇଁ ଖାଦ୍ୟ ଯୋଗାଡ଼...

ପର୍ଯ୍ୟବେକ୍ଷଣରେ ରୋନାଲ୍ଡୋ

ଲିସବନ(ପର୍ତ୍ତୁଗାଲ),୧୩।୩- ବିଶ୍ୱର ସବୁଠୁ ଲୋକପ୍ରିୟ ଫୁଟବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ସାଥି ଖେଳାଳି କରୋନା ଭାଇରସରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଏଥିଯୋଗୁ ରୋନାଲ୍ଡୋ ନିଜକୁ ପର୍ଯ୍ୟବେକ୍ଷଣରେ...

ରଣ୍‌ଜୀ ଦ୍ୱିତୀୟ ରାଉଣ୍ଡ: ଓଡ଼ିଶାର ଇନିଂସ ବିଜୟ

ଭୁବନେଶ୍ୱର,୨୦।୧୨- ସ୍ଥାନୀୟ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ସର୍ଭିସେସ୍‌ ବିପକ୍ଷ ରଣ୍‌ଜୀ ମ୍ୟାଚ୍‌କୁ ଓଡ଼ିଶା ଏକ ଇନିଂସ ଓ ୩୧ ରନ୍‌ରେ ଜିତି ନେଇଛି। ଚଳିତ...

ଲୋକି ଫର୍ଗୁସନଙ୍କ ଚିନ୍ତା ବଢ଼ିଲା

ମେଲବୋର୍ନ,୧୪।୩- ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିନିକଆ ମ୍ୟାଚ୍‌ରେ ଖେଳିଥିବା ନ୍ୟୁଜିଲାଣ୍ଡ ପେସର ଲୋକି ଫର୍ଗୁସନଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରଥମ ମ୍ୟାଚ୍‌ ପରେ ତଣ୍ଟି ଦରଜ...

ସୁଇମିଂ ପୁଲ୍‌ ନ ଖୋଲିଲେ ଅବସର ନେଇପାରନ୍ତି ବିର୍ଦ୍ଧଓ୍ବାଲ

ନୂଆଦିଲ୍ଲୀ, ୧୪ା୬ (ପି.ଟି.)-ସୁଇମିଂ ଟ୍ରେନିଂ ଆରମ୍ଭ ହୋଇ ପାରି ନ ଥିବାରୁ ହତୋତ୍ସାହିତ ହୋଇ ପଡ଼ିଛନ୍ତି ଏସିଆନ ଗେମ୍ସ ବ୍ରୋଞ୍ଜ ପଦକ ବିଜେତା ବିର୍ଦ୍ଧଓ୍ବାଲ୍‌ ଖାଡ଼େ।...

ବାହା ହେବେ ଜାମ୍ପା: ଆଇପିଏଲ୍‌ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳିବେନି

ବେଙ୍ଗାଲୁରୁ, ୨୫।୩(ପି.ଟି.): ଅଷ୍ଟ୍ରେଲିଆ ଲେଗ୍‌- ସ୍ପିନର ଆଡାମ ଜାମ୍ପା ବିବାହ କରିବାକୁ ଯାଉଛନ୍ତି। ଫଳରେ ସେ ଏପ୍ରିଲ ୯ ତାରିଖରୁ ଆୟୋଜନ ହେବାକୁ ଯାଉଥିବା ଇଣ୍ଡିଆନ...

Advertisement
Archives

Model This Week