Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ଉପଦେଷ୍ଟା ପରିଷଦ ଅଧ୍ୟକ୍ଷ ଦାୟିତ୍ୱ ନେଲେ ମହେନ୍ଦ୍ର

ନୂଆଦିଲ୍ଲୀ,୭ା୬ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ଉପଦେଷ୍ଟା ପରିଷଦ (ଇଏସି-ପିଏମ୍‌)ର ନୂଆ ଅଧ୍ୟକ୍ଷ ଭାବେ ଇନ୍ଦିରା ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଭେଲପମେଣ୍ଟ ରିସର୍ଚ୍ଚର ପୂର୍ବତନ କୁଳପତି ଏସ୍‌. ମହେନ୍ଦ୍ର ଦେବ ଦାୟିତ୍ୱ ଗ୍ରହଣ କରିଛନ୍ତି। ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରି ଅତିରିକ୍ତ ଭାବେ ଇଏସି ପିଏମ୍‌ ଦାୟିତ୍ୱରେ ଥିବା ବେଳେ ଖ୍ୟାତନାମା ଅର୍ଥନୀତିଜ୍ଞ ମହେନ୍ଦ୍ର ଦେବ ତାଙ୍କ ସ୍ଥାନ ନେଇଛନ୍ତି।

ଇଏସି-ପିଏମ୍‌ର ପ୍ରଥମ ଅଧ୍ୟକ୍ଷ ବିବେକ ଦେବରୟଙ୍କ ପରଲୋକ ପରେ ଗତ ନଭେମ୍ବରରୁ ଏଥିରେ କେହି ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ଜି.ଉଦୟଗିରିରେ କଲବଲ କରୁଛି ହଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ଗୁମର ଖୋଲିଦେଲେ ତାନ୍ୟା: ବିଗ୍‌ ବସ୍‌ରୁ ଆସିବା ପରେ….

ମୁମ୍ବାଇ:ଶେଷ ହୋଇଛି ‘ବିଗ୍‌ ବସ୍‌ ୧୯’। ଏହି ଶୋ’ରେ ସବୁଠୁ ଚର୍ଚ୍ଚାରେ ଥିବା ଆଧ୍ୟାତ୍ମିକ କଣ୍ଟେଣ୍ଟ କ୍ରିଏଟର ତାନ୍ୟା ମିତ୍ତଲଙ୍କୁ ଚତୁର୍ଥ ସ୍ଥାନରେ ସନ୍ତୁଷ୍ଟ ହେବାକୁ...

ରେଳେଓ଼୍ବ ଗ୍ରୁପ ଡିରେ ବଡ଼ ନିଯୁକ୍ତି ଅପଡେଟ, ଦଶମ ପାସ୍‌ କରିଥିଲେ ମିଳିବ ସୁଯୋଗ, ଦରମା ରହିଛି…

ନୂଆଦିଲ୍‌ଲୀ,୧୧।୧୨: ସୋସିଆଲ ମିଡିଆରେ ୬୨,୪୬୦ ପଦବୀ ପାଇଁ ରେଳବାଇ ଗ୍ରୁପ ଡି ନିଯୁକ୍ତି ସମ୍ପର୍କିତ ଏକ ବିଜ୍ଞପ୍ତି ଭାଇରାଲ ହେଉଛି, କିନ୍ତୁ ରେଳବାଇ ନିଯୁକ୍ତି ବୋର୍ଡ...

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri