ବିଶ୍ୱ ଐତିହ୍ୟ ତାଲିକାରୁ ହଟିପାରେ ମହେଞ୍ଜୋଦାରୋ

ଲର୍କାନା, ୫ା୯: ବିଶ୍ୱର ଐତିହ୍ୟ ତାଲିକାରୁ ମହେଞ୍ଜୋଦାରୋ ହଟିବା ନେଇ ପାକିସ୍ତାନର ପ୍ରତ୍ନତତ୍ତ୍ୱ ବିଭାଗ ଆଶଙ୍କା ବ୍ୟକ୍ତ କରିଛି। ଏଥିସହ ଏହି ପ୍ରାଚୀନ ସଭ୍ୟତାର ତ୍ୱରିତ ସଂରକ୍ଷଣ ତଥା ମରାମତି ପାଇଁ ଦୃଷ୍ଟି ଆକର୍ଷଣ କରିଛି। ଅଗଷ୍ଟ ୧୬ରୁ ୨୬ ତାରିଖ ମଧ୍ୟରେ ମହେଞ୍ଜୋଦାରୋର ଭଗ୍ନାବଶେଷକୁ ୭୭୯.୫ ମିଲିମିଟର ବର୍ଷାଜଳ ପ୍ରବେଶ କରିଛି। ଏଥିଯୋଗୁ ଏହାର କେତେକ ଅଂଶ କ୍ଷତିଗ୍ରସ୍ତ ହୋଇଛି। ସୁରକ୍ଷା ପ୍ରାଚୀର ଓ ସ୍ତୂପଗୁଡ଼ିକ ଧସିଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଏହାର ମରାମତି କରା ନ ଗଲେ ମହେଞ୍ଜୋଦାରୋ ବିଶ୍ୱ ଐତିହ୍ୟ ମାନ୍ୟତା ହରାଇପାରେ ବୋଲି ଡନ୍‌ ଖବରକାଗଜରେ ଏକ ରିପୋର୍ଟ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଲଗ୍ନ ହୋଇ ରାଜପଥରେ ଦୌଡ଼ିଲେ ଯୁବକ, ଲୋକେ କହିଲେ ଏମିତି

ଆମେରିକାର ଓହିଓର ରାଜପଥରେ, ଯେତେବେଳେ ଜଣେ ଯୁବକ ହାତରେ ସେଲଫି ଷ୍ଟିକ ଧରି ସମ୍ପୂର୍ଣ୍ଣ ଉଲଗ୍ନ ହୋଇ ରାଜପଥରେ ଦୌଡିବାକୁ ଲାଗିଲେ। ତାଙ୍କୁ ଦେଖି ଲୋକମାନେ...

ମଞ୍ଚ ଉପରେ ପିନ୍ଧା ପୋଷାକ ଖୋଲି ଦେଲେ ଅଭିନେତ୍ରୀ…

ପ୍ୟାରିସ୍‌,୧୪।୩: ଏକ ପୁରସ୍କାର ପ୍ରଦାନ ଉତ୍ସବରେ ଜଣେ ଅଭିନେତ୍ରୀ ମଞ୍ଚ ଉପରେ ନିଜର ପିନ୍ଧା ପୋଷାକ ଖୋଲି ଦେଇଛନ୍ତି। ସରକାରଙ୍କ ନିଷ୍ପତ୍ତି ବିରୋଧରେ ପ୍ରତିବାଦ ଜଣାଇବାକୁ...

ଭାରତକୁ ନେଇ ଚିନ୍ତାରେ ଇମ୍ରାନ୍‌

ଇସ୍‌ଲାମାବାଦ, ୨୯ା୧୦: ପାକିସ୍ତାନରେ ଅସ୍ଥିରତା ସୃଷ୍ଟିକରିବା ଲାଗି ଭାରତ ଆଫଗାନିସ୍ତାନ ମାଟିରୁ ଇସ୍‌ଲାମାବାଦକୁ ଟାର୍ଗେଟ୍‌ କରିପାରେ। ମୋଦି ସରକାର କେବଳ ପାକିସ୍ତାନ ବିରୋଧୀ ନୁହନ୍ତି ବରଂ...

ଡାକ କର୍ମଚାରୀଙ୍କୁ ଝୁଣି ଖାଇଗଲେ କୁକୁର ପଲ

ଓ୍ବାଶିଂଟନ,୨୫ା୮: କୁକୁରମାନଙ୍କୁ ସବୁଠାରୁ ସଚ୍ଚୋଟ ଏବଂ ବୁଦ୍ଧିମାନ ପ୍ରାଣୀ ଭାବରେ ବିବେଚନା କରାଯାଏ। କିନ୍ତୁ ବେଳେବେଳେ ଏହି କୁକୁର ଅନ୍ୟମାନଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥାନ୍ତି।...

ଘନିଙ୍କ ଉପରେ ଗର୍ଜିଲେ ଟ୍ରମ୍ପ୍‌, ଦେଶବାସୀଙ୍କୁ ଦେଇଛନ୍ତି ଧୋକା…

ଓ୍ବାଶିଂଟନ,୧୯।୮: ତାଲିବାନ ଆଫଗାନିସ୍ତାନର ରାଜଧାନୀ କାବୁଲରେ ପ୍ରବେଶ କରିବା ପରେ ରାଷ୍ଟ୍ରପତି ଆଶରଫ ଘନି ତାଙ୍କ ବିମାନରେ ଯାଇ ୟୁଏଇରେ ଶରଣ ନେଇଛନ୍ତି। ଏହିପରି ଘାନି...

ୟୁଟ୍ୟୁବରେ ୨ କୋଟି ସବ୍‌ସ୍କ୍ରାଇବର୍‌ ହେବାରୁ ଏମିତି ପଦକ୍ଷେପ ନେଲେ ଯୁବକ, ଜାଣି ହେବେ ଆଶ୍ଚର୍ଯ୍ୟ

ଆଜିକାଲି ଚାରିଆଡେ ୟୁଟ୍ୟୁବ୍‌ର କ୍ରେଜ୍‌। ଭିଡିଓ କରି ୟୁଟ୍ୟୁବ୍‌ରେ ଛାଡିବା ଯେମିତି ଏକ ନିଶା ପାଲଟିଗଲାଣି। ସାଧାରଣତଃ ଆମେ ୟୁଟ୍ୟୁବରେ ସବ୍‌ସ୍କ୍ରାଇବର ସଂଖ୍ୟା ବଢିଲେ ଆମେ...

ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଲଣ୍ଡନ/ନୂଆଦିଲ୍ଲୀ,୧୮ା୯: ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଓ୍ବେଷ୍ଟମିନଷ୍ଟର ହଲ୍‌ ଲଣ୍ଡନରେ ପହଞ୍ଚିଛନ୍ତି। ରାଣୀ ଏଲିଜାବେଥ୍‌...

ଶିକ୍ଷିତ ପୁରୁଷ ବଳାତ୍କାର କରନ୍ତି ନାହିଁ

କେପ୍‌ଟାଉନ୍‌,୧୭ା୨: ଦକ୍ଷିଣ ଆଫ୍ରିକାରେ ମହିଳାମାନଙ୍କ ବିରୋଧରେ ଯୌନ ନିର୍ଯାତନା ବଢ଼ିଚାଲିଥିବାବେଳେ ଦେଶର ମୌଳିକ ଶିକ୍ଷାମନ୍ତ୍ରୀ ଆଙ୍ଗିଏ ମୋଟ୍‌ଶେକ୍‌ଗା କହିଛନ୍ତି, ଶିକ୍ଷିତ ପୁରୁଷମାନେ ବଳାତ୍କାର କରନ୍ତି ନାହିଁ।...

Advertisement
Archives

Model This Week