ଆଲିଆଙ୍କୁ ବିବାହ ଦେବାକୁ ଚାହାନ୍ତିନି ବାପା ମହେଶ, ବାଥରୁମରେ ବନ୍ଦ କରିଦେବାକୁ ଦେଲେ ଧମକ

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ରଣବୀର କପୁରଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ। କିଛିଦିନ ପୂର୍ବରୁ ଆଲିଆ-ରଣବୀରଙ୍କ ବିବାହ ଖବର ମଧ୍ୟ ଚର୍ଚ୍ଚାକୁ ଆସିଥିଲା। ମାତ୍ର ଆଲିଆଙ୍କ ବାପା ମହେଶ ଭଟ୍ଟ ତାଙ୍କୁ ବିବାହ ଦେବାକୁ ଚାହୁଁନାହାଁନ୍ତି। ମହେଶ ଆଲିଆଙ୍କୁ ବହୁତ ଭଲପାଆନ୍ତି। ଏଣୁ ସେ ସବୁବେଳେ ଆଲିଆଙ୍କୁ ତାଙ୍କ ଆଖି ଆଗରେ ଦେଖିବାକୁ ଚାହାନ୍ତି।
ମହେଶ ତାଙ୍କର ଦୁଇ ଝିଅଙ୍କୁ ନେଇ ବହୁତ ଯତ୍ନବାନ। ପୂଜା ତ ଦୂରର କଥା ସେ ଆଲିଆଙ୍କୁ ବିଭା ଦେବାକୁ ଚାହାନ୍ତି ନାହିଁ। ଏପରିହେଲେ ସେ ଶାହିନ ଏବଂ ଆଲିଆଙ୍କୁ ବାଥରୁମରେ ବନ୍ଦ କରିଦେବେ । ମାତ୍ର ସେମାନଙ୍କୁ ଆଖିରୁ ଦୂରେଇବାକୁ ଦେବେ ନାହିଁ ବୋଲି କହିଥିଲେ। ଏପରିକି ତୁମେ କୌଣସି ସ୍ଥାନକୁ ଯାଇପାରିବ ନାହିଁ। ମୁଁ ତୁମ ସମସ୍ତଙ୍କୁ କୋଠରୀରେ ବନ୍ଦ କରିଦେବି ବୋଲି ମଧ୍ୟ କହିଥାନ୍ତି। ମୋଟାମୋଟି ଦେଖିବାକୁ ଗଲେ ସେ ଆମ ଦୁହିଁଙ୍କ ବିବାହ ଦେଖିବାକୁ ଚାହାନ୍ତି ନାହିଁ। ସେ ପ୍ରକୃତରେ ତାହା ମଧ୍ୟ କରିବେ ବୋଲି ଅଭିନେତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri