ଶାହାରୁଖଙ୍କୁ ପ୍ରଶଂସା କଲେ ମହେଶ ଭଟ୍ଟ

ମୁମ୍ବାଇ: ବଲିଉଡ୍‌ର କିଙ୍ଗ୍‌ଖାନ୍‌ଙ୍କ ଆକ୍ସନ ଥ୍ରୀଲର ଫିଲ୍ମ ‘ଯବାନ’ ରିଲିଜ ହେବା ପରେ ବେଶ୍‌ ପ୍ରଶଂସା ସାଉଁଟିବାରେ ଲାଗିଛି। ସମସ୍ତେ ଏହି ଫିଲ୍ମ ଏବଂ ଏହାର ଚରିତ୍ରକୁ ପ୍ରଶଂସା କରୁଛନ୍ତି। କେବଳ ସାଧାରଣ ଦର୍ଶକ ନୁହନ୍ତି, ବଲିଉଡ୍‌ ଜଗତର ଷ୍ଟାରମାନେ ମଧ୍ୟ ଶାହାରୁଖ ଏବଂ ତାଙ୍କ ଫିଲ୍ମକୁ ପ୍ରଶଂସା କରୁଛନ୍ତି। ବର୍ତ୍ତମାନ ମହେଶ ଭଟ୍ଟ ଏହି ଫିଲ୍ମକୁ ପ୍ରଶଂସା କରିବା ସହ ସେ ଶାହାରୁଖଙ୍କର ଖୁବ୍‌ ପ୍ରଶଂସା କରିଛନ୍ତି।

ସେ କହିଛନ୍ତି, ତାରାମାନେ ଆଲୋକ ପ୍ରଦାନ କରନ୍ତି ନାହିଁ କାରଣ ସେମାନେ ଦେଖିବାକୁ ଚାହାନ୍ତି। ସେମାନେ ତାରା ହୋଇଥିବାରୁ ସେମାନେ ଉଜ୍ଜ୍ୱଳ ହୁଅନ୍ତ। ଜଣେ ସୁପରଷ୍ଟାର ହେଉଛନ୍ତି ଯିଏ ନିଜ ଆଲୋକକୁ ବିଶ୍ୱକୁ ଆଲୋକିତ କରିବା ପାଇଁ ବ୍ୟବହାର କରନ୍ତି ଏବଂ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଥାନ୍ତି। ଶାହାରୁଖ ଏହାର ଏକ ଜୀବନ୍ତ ପ୍ରତୀକ।

ଫିଲ୍ମ ‘ଯବାନ’ ଏପର୍ଯ୍ୟନ୍ତ ୨୦୦ କୋଟିରୁ ଅଧିକ ବ୍ୟବସାୟ କରିଛି। ଶାହରୁଖ ଖାନ୍‌ ଏବଂ ନୟନତାରାଙ୍କ ଅଭିନୀତ ଏହି ଫିଲ୍ମ ସର୍ବାଧିକ ଆୟ କରିଥିବା ଫିଲ୍ମ ମଧ୍ୟରୁ ଅନ୍ୟତମ। ‘ଯବାନ’ ଏହାର ଉଦ୍‌ଘାଟନୀ ଦିନରେ ହିଁ ସର୍ବାଧିକ ଆୟ କରିବାର ରେକର୍ଡ ଭାଙ୍ଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

ଗେରୁଆ ପତାକା ଦେଖି କାହିଁକି ରାଗିଲେ ଅମିତ ଶାହା? ଖୋଜିଲେ…

ପୁଡୁଚେରୀ,୧୧।୮: ୧୫ ଅଗଷ୍ଟ ପୂର୍ବରୁ ସାରା ଦେଶରେ ୨୦୨୬ ପାଇଁ ‘ହର ଘର ତ୍ରିରଙ୍ଗା’ (ପ୍ରତ୍ୟେକ ଘରେ ତ୍ରିରଙ୍ଗା) ଅଭିଯାନ ଆରମ୍ଭ ହୋଇଛି। ଏହି ପଦକ୍ଷେପର ଅଂଶ…

କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri