ମହେଶ ପୂର୍ବତଟ ରେଳପଥର ନୂତନ ଅତିରିକ୍ତ ମହାପ୍ରବନ୍ଧକ

ଭୁବନେଶ୍ୱର,୭।୩: ଭାରତୀୟ ରେଳର ପ୍ରମୁଖ ଜୋନ୍‌ ତଥା ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଭାବେ ମହେଶ କୁମାର ବେହେରା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଭାରତୀୟ ରେଳ ଇଞ୍ଜିନିୟର୍ସ ସେବାର ବରିଷ୍ଠ ଅଧିକାରୀ ମହେଶ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ପୂର୍ବତଟ ରେଳପଥର ମୁଖ୍ୟ ଯୋଜନା ଏବଂ ଡିଜାଇନ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିଲେ। ବେହେରା ୟୁନିଭର୍ସିଟି କଲେଜ ଅଫ୍‌ ଇଞ୍ଜିନିୟରିଂ ବୁର୍ଲା (ସମ୍ବଲପୁର)ରୁ ସିଭିଲ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ଶେଷ କରିବା ପରେ ଆଇଆଇଟି ମାଡ୍ରାସରୁ ସାମୁଦ୍ରିକ ଇଞ୍ଜିନିୟରିଂରେ ସ୍ନାତକତ୍ତୋର ଡିଗ୍ରୀ ହାସଲକରି ୧୯୯୧ରେ ଭାରତୀୟ ରେଳରେ ଯୋଗଦେଇଥିଲେ। ଏପରିକି ବେହେରା ପୂର୍ବତଟ ରେଳପଥର ଚିଫ୍‌ ବ୍ରିଜ୍‌ ଇଞ୍ଜିନିୟର, ଚିଫ୍‌ ଇଞ୍ଜିନିୟର (ବ୍ରିଜ୍‌ ପୁନର୍ବାସ), ଭୁବନେଶ୍ୱର ସ୍ଥିତ ରାଇଟ୍ସର ଗ୍ରୁପ୍‌ ଜେନେରାଲ ମ୍ୟାନେଜର ପାଟନା ଏବଂ ମୁଙ୍ଗେରର ପୂର୍ବ କେନ୍ଦ୍ରୀୟ ରେଳ ଅଧୀନରେ ଥିବା ଗଙ୍ଗା ବ୍ରିଜ୍‌ର ମୁଖ୍ୟ ଇଞ୍ଜିନିୟର (ନିର୍ମାଣ) ସହିତ ସମ୍ବଲପୁରଠାରେ ସିନିୟର ଡିଭିଜନାଲ ଇଞ୍ଜିନିୟର (କୋ-ଅର୍ଡିନେଶନ) ପୂର୍ବତଟ ରେଳପଥ ମୁଖ୍ୟାଳୟଠାରେ ଉପମୁଖ୍ୟ ଭିଜିଲାନ୍ସ ଅଧିକାରୀ ଏବଂ ଉତ୍ତର ସୀମାନ୍ତ ରେଳପଥର ମୁଖ୍ୟ ଇଞ୍ଜିନିୟର (ନିର୍ମାଣ) ଭାବେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri