Posted inଜାତୀୟ

ପରଲୋକରେ ଗୁଜୁରାଟୀ ଗାୟକ ମହେଶ କାନୋଡିଆ

ଗାନ୍ଧୀନଗର, ୨୫।୧୦- ଗୁଜୁରାଟୀ ଗାୟକ ତଥା ଭାଜପାର ପୂର୍ବତନ ଏମପି ମହେଶ କାନୋଡିଆଙ୍କ ରବିବାର ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ମହେଶ ଗୁଜୁରାଟର ଗାନ୍ଧୀନଗରରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ସେ ଅସୁସ୍ଥତା ଥିଲେ। ଗୁଜୁରାଟର ପାଟନ ନିର୍ବାଚନ ମଣ୍ଡଳୀରୁ ସେ ପ୍ରତିନିଧିତ୍ୱ କରୁଥିଲେ। ସେ ମହିଳା ସ୍ବର ସହିତ ୩୨ ଗାୟକଙ୍କ ସ୍ବରରେ ଗୀତ ଗାଇ ପାରୁଥିଲେ। ମହେଶଙ୍କ ନିଧନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରି ଟୁଇଟ କରିଛନ୍ତି। କାନୋଡିଆ ଜଣେ ବହୁମୂଖୀ ପ୍ରତିଭସମ୍ପନ୍ନ ଗାୟକ ଥିଲେ । ଜଣେ ରାଜନେତା ଭାବରେ ମଧ୍ୟ ଗରିବ ଓ ପଛୁଆ ବର୍ଗଙ୍କ ପାଇଁ ସେ ସର୍ବଦା ସମର୍ପିତ ରହିଥିଲେ ବୋଲି ପ୍ରଧାନମନ୍ତ୍ରୀ ଟୁଇଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?