ଏକାଠି ନୂଆଁ ଖାଇଲେ ମହିମାଧର୍ମାବଲମ୍ବୀ

କର୍ଲାମୁଣ୍ଡା:୧୯।୮(ପ୍ରଦୀପ କୁମାର ସାହୁ): ଆଜି ପବିତ୍ର ଗହ୍ମା ପୂର୍ଣ୍ଣମା ତଥା ପ୍ରଭୁ ଶ୍ରୀ ବଳଦେବଙ୍କ ଜନ୍ମ ଦିନରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ମହିମାଧର୍ମାବଲମ୍ବୀ ଭକ୍ତମାନେ ଧୁମ୍‌ଧାମରେ ନୂଆଁଖାଇ ପର୍ବ ପାଳନ କରିଛନ୍ତି।

ବ୍ଲକର ରାଜପୁର ପଞ୍ଚାୟତ ବାଞ୍ଜିପଦର୍‌ ଗାଁରେ ଅଲେଖମହିମା ଧର୍ମୀ ଭକ୍ତମାନେ ଏକାଠି ହୋଇ ନୂଆଁଖାଇ ଥିଲେ। ଏନେଇ ରବିବାର ସାରେ ଅଖଣ୍ଡ ବ୍ରହ୍ମ ଧୂନି ପ୍ରଜ୍ବଳନ ପୂର୍ବକ ପ୍ରଭୁଙ୍କ ନାମ ଭଜନ କୀର୍ତ୍ତନ କରାଯାଇଥିଲା। କାର୍ଯ୍ୟକ୍ରମ ଜିଲା ପରିଷଦ ସଭ୍ୟ ମହେନ୍ଦ୍ର ରଣାଙ୍କ ନେତୃତ୍ୱରେ ହୋଇଥିବା ବେଳେ ଭକ୍ତ କୁମୁଦ ରଣା, କୁଶ ରଣା, ମହାବୀର ରଣା, କ୍ଷମା ରଣା, କିଶୋର ରଣା, ଜୟରଥ ରଣା, ଭରତ ସାହୁ, କମ୍ବୁ ବାଗ, ଟୁପିଲାଲ ରଣା, ନରେନ୍ଦ୍ର ରଣା ପ୍ରମୁଖ ଆୟୋଜନରେ ସହଯୋଗ କରିଥିଲେ। ସେହିପରି ରିଷିଡା, ମାତୃପୁରୀ,ତେରେସିଙ୍ଗା, ବେଲପଡା, ଭଟାପଲା ଆଦି ଅଞ୍ଚଳରେ ମହିମାଧର୍ମୀମାନେ ନୂଆଁ ଖାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri