ଦେଶ ଛାଡିପାରିବେନି ମହିନ୍ଦା ରାଜପାକ୍‌ସେ

କଲମ୍ବୋ,୧୨।୫: ଶ୍ରୀଲଙ୍କାରେ ଦିନକୁ ଦିନ ସ୍ଥିତି ଭୟଙ୍କର ହେବାରେ ଲାଗିଛି। ଆନ୍ଦୋଳନ ନିଆଁରେ ଜଳୁଛି ପୂରା ଦେଶ। ସବୁଠି ଦେଖିବାକୁ ମିଳିଛି ହିଂସା। ରାଜନେତାମାନେ ଭୟରେ ଆତ୍ମଗୋପନ କରିଛନ୍ତି। ଉତ୍ୟକ୍ତ ଲୋକେ ରାଜନେତାମାନଙ୍କୁ ଟାର୍ଗେଟ କରୁଥିବା ବେଳେ ଏଥିରୁ ପୋଲିସ ଓ ସେନା ମଧ୍ୟ ବାଦ ପଡିନାହାନ୍ତି। ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ମହିନ୍ଦା ରାଜପାକ୍‌ସେଙ୍କ ଦେଶ ଛାଡିବା ଉପରେ ରୋକ ଲଗାଇଛନ୍ତି ଶ୍ରୀଲଙ୍କାର ଏକ କୋର୍ଟ।
ଗୁରୁବାର ଶ୍ରୀଲଙ୍କାର ଏକ କୋର୍ଟ ମହିନ୍ଦା ରାଜପାକ୍‌ସେ ଏବଂ ତାଙ୍କ ଦଳର ଅନ୍ୟ ୧୨ ନେତାଙ୍କୁ ଦେଶ ଛାଡିବାକୁ ପ୍ରତିବନ୍ଧକ ଲଗାଇଛନ୍ତି। ଦେଶରେ ହିଂସାକାଣ୍ଡ ଘଟାଇବା ଅଭିଯୋଗରେ ରାଜପାକ୍‌ସେଙ୍କ ବିରୋଧରେ ଆଗତ ଏକ ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଏହାପୂର୍ବରୁ ଗୁରୁବାର ଶ୍ରୀଲଙ୍କା ରାଷ୍ଟ୍ରପତି ଗୋତବାୟା ରାଜପାକ୍‌ସେ ଟୁଇଟ୍‌ ମାଧ୍ୟମରେ ଶ୍ରୀଲଙ୍କାରେ ଶାନ୍ତି ଆଣିବାର ଉପାୟ ଉଲ୍ଲେଖ କରିଛନ୍ତି। ଏଥିରେ ସେ ସମ୍ବିଧାନରେ ସଂଶୋଧନ କରିବା ସହିତ ବିରୋଧୀଙ୍କ ସହ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ମଧ୍ୟ ପ୍ରତିଶୃତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri