ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମହିନ୍ଦା ରାଜପାକ୍ସେ

କଲମ୍ବୋ,୯।୮: ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ମହିନ୍ଦା ରାଜପାକ୍ସେ ରବିବାର ଶପଥ ଗ୍ରହଣ କରିଛନ୍ତି। କଲମ୍ବୋର ଏକ ବୁଦ୍ଧ ମନ୍ଦିରରେ ସେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସରକାରର ମନ୍ତ୍ରୀମାନେ ସୋମବାର ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି ତାଙ୍କ ମନ୍ତ୍ରୀମଣ୍ଡଳରେ ସର୍ବାଧିକ ୩୦ ସଦସ୍ୟ ରହିବେ। ସୂଚନାଯୋଗ୍ୟ, ଭାରତ ମହାସାଗରୀୟ ଦ୍ୱୀପରାଷ୍ଟ୍ର ଶ୍ରୀଲଙ୍କାରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବରୁ ନିର୍ବାଚନକୁ ଦୁଇଥର ଘୁଞ୍ଚାଇ ଦିଆଯାଇଥିଲା। ଅଗଷ୍ଟ ୫ରେ କଡ଼ା କୋଭିଡ୍‌ ଗାଇଡ୍‌ଲାଇନ ଅନୁପାଳନ ସହ ଶାନ୍ତିପୂର୍ଣ୍ଣ ଭାବେ ଭୋଟ ଗ୍ରହଣ କରାଯାଇଥିଲା। ୧୬୦ ନିୟୁତ ଯୋଗ୍ୟ ଭୋଟରଙ୍କ ମଧ୍ୟରୁ ୭୧% ମତଦାତା ସେମାନଙ୍କ ରାଜନୈତିକ ମତାଧିକାର ସାବ୍ୟସ୍ତ କରିଥିଲେ। ଆଉ ଏଥିରେ ରେକର୍ଡ ସଂଖ୍ୟକ ପ୍ରାୟ ୫ ଲକ୍ଷ ଭୋଟ ପାଇ ସେ ବିଜୟ ଲାଭ କରିଥିଲେ। ଏହାପରେ ସେ ଟୁଇଟ୍‌ କରି ଭୋଟରମାନଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Test news 2

Test news 2

Test new post

Test new post

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri