ମହିନ୍ଦ୍ରା ନ୍ୟୁ ଏସ୍‌ୟୁଭି ମଡେଲର ନାମ ଉନ୍ମୋଚିତ, ୨୯ରେ ଓ୍ବାର୍ଲଡ ପ୍ରିମିୟର

ଭୁବନେଶ୍ୱର,୫।୪ (ଅଭୟ ଦାଶ); ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ ନ୍ୟୁ ଏସୟୁଭି ମଡେଲ ନାମ ନିକଟରେ ଉନ୍ମୋଚିତ ବା ଅନାବରଣ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଲ ନ୍ୟୁ ଏସୟୁଭି ‘ଏକ୍ସୟୁଭି ୩ ଏକ୍ସଓ ( ଏକ୍ସୟୁଭି-ଥ୍ରୀ-ଇଏକ୍ସ-ଓଏଚ ବା ଏକ୍ସୟୁଭି ୩ ଏକ୍ସଓ)ର ଓ୍ବାର୍ଲଡ ପ୍ରିମିୟର ଉନ୍ମୋଚନ ୨୦୨୪ ଏପ୍ରିଲ ୨୯ରେ ଅନୁଷ୍ଠିତ ହେବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ବିଶେଷ କରି ବ୍ରାଣ୍ଡ୍‌ର ସମସ୍ତ ଗୁଣବତ୍ତା ଓ ଟେକ୍ନୋଲୋଜି ସହ ଏକ୍ସୟୁଭି ବ୍ରାଣ୍ଡ୍‌ର ଡିଏନ୍‌ଏର ସମ୍ମିଶ୍ରଣ ହୋଇଛି। ସେହିଭଳି ବ୍ରାଣ୍ଡ୍‌ର ଉକ୍ତ ମଡେଲରେ ଆକର୍ଷଣୀୟ କଲର, ଇଣ୍ଟ୍ରିଗ୍ରେଟେଡ ଥ୍ରିଲିଂ ପରଫରମାନ୍ସ, କଟିଂ ଏଜ ଟେକ୍ନୋଲୋଜି, ଓନମିସେବୁଲ ଡିଜାଇନ ସହିତ ସମସ୍ତ ଅତ୍ୟାଧୁନିକ ସୁରକ୍ଷା ବ୍ୟବସ୍ଥା ଓ ୩ଏକ୍ସ ଫାକ୍ଟର ଭଳି ଆହୁରି ଅନେକ କିଛି ସୁବିଧା ଓ ଫିଚର ସଂଯୋଗ ରହିଛି। ସେହିପରି ବ୍ରାଣ୍ଡ୍‌ର ସିଏକ୍ସଓ ସେଗମେଣ୍ଟରୁ ବିଭିନ୍ନ ଉପାଦେୟତା ଅନ୍ତର୍ଭୁକ୍ତ ରହିଛି। ଉଲ୍ଲେଖଯୋଗ୍ୟ, ଦି ନ୍ୟୁ ଏକ୍ସୟୁଭି୩ଏକ୍ସଓ ମଡେଲ କମ୍ପାନୀର ମହାରାଷ୍ଟ୍ରସ୍ଥିତ ନାସିକ ଉତ୍ପାଦନ ୟୁନିଟରୁ ନିର୍ମିତ ହୋଇଥିବା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri