ବଜାରରେ ମହିନ୍ଦ୍ରା ପାୱାରୋଲର ନୂତନ ଡିଜି ସେଟ୍‌

ଭୁବନେଶ୍ୱର,୨୨।୬(ଅନୁରାଧା ମହାରଣା) : ମହିନ୍ଦ୍ରା ପାୱାରୋଲର ଅନୁମୋଦିତ ଜିଓଇଏମ୍‌, ଜିଏସ୍‌ପି ପାୱାର ପ୍ରୋଜେକ୍ଟସ ଦ୍ବାରା ସିପିସିବିଆଇଭି+ଏମିଶନ ଷ୍ଟାଣ୍ଡାର୍ଡ କମ୍ଲିଆଣ୍ଟ ରେଞ୍ଜର ଡିଜେଲ ଜେନେରେଟର ସେଟ୍‌ ଉନ୍ମୋଚିତ ହୋଇଯାଇଛି। ସିପିସିବିଆଇଭି ପ୍ଲସ୍‌ ଜେନ୍‌ସେଟ୍‌ ରିଟେଲ ସେଲ୍‌ସର ଜେନେରାଲ ମ୍ୟାନେଜର ସୁମିତ ଗୁପ୍ତା, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ରିଜିଓନାଲ ସେଲ୍‌ସ ମ୍ୟାନେଜର ସୁଶାନ୍ତ ଦାସ, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌(ଓଡ଼ିଶା କ୍ଷେତ୍ର)ସେଲ୍‌ସ ମ୍ୟାନେଜର ରବିଶଙ୍କର ସିଂହଙ୍କ ଉପସ୍ଥିତିରେ ଏହାର ଉନ୍ମୋଚନ କରାଯାଇଥିଲା। ଏହି ଅବସରରେ ଏଚ୍‌କେଭିଏ ଆଣ୍ଡ ପ୍ରୋଜେକ୍ଟସର ସିନିୟର ମ୍ୟାନେଜର ରାଜୀବ ସିଂହ, ଜିଏସ୍‌ପି ପାୱାର ପ୍ରୋଜେକ୍ଟ (ରିଟେଲ ଡିଭିଜନ)ର ମ୍ୟାନେଜିଂ ଡାଇରେକ୍ଟର ସ୍ବପନ ଗ୍ରୋଭର, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ପ୍ରାଧିକୃତ ସେଲ୍‌ସ ଏବଂ ସର୍ଭିସ୍‌ ଡିଲର ଟିଆର୍‌ଏସ୍‌ ଇଞ୍ଜିନିୟରିଂର ମ୍ୟାନେଜିଂ ଡାଇରେକ୍ଟର ଦେବଦତ୍ତ ରାୟ ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri