ବଜାରରେ ମହିନ୍ଦ୍ରାର ଅଲ୍‌ ଇଲେକ୍ଟ୍ରି ଏକ୍ସୟୁଭି ୪୦୦ ପ୍ରୋ ରେଞ୍ଜ

ଭୁବନେଶ୍ୱର,୧୮।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଅଗ୍ରଣୀ ଏସ୍‌ୟୁଭି ମଡେଲର ଯାନ ନିର୍ମାତା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌-ଇଲେକ୍ଟ୍ରି ଏକ୍ସୟୁଭି ୪୦୦ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏପରିକି କମ୍ପାନୀ ଉକ୍ତ ମଡେଲର ୩ଟି ନ୍ୟୁ ଭାରିଆଣ୍ଟ ଯଥା ଏକ୍ସୟୁଭି ୪୦୦ଇସି ପ୍ରୋ, ଏକ୍ସୟୁଭି ୪୦୦ଇଏଲ୍‌ ପ୍ରୋ ଏବଂ ଏକ୍ସୟୁଭି ୪୦୦ଇଏଲ ପ୍ରୋ ଇତ୍ୟାଦିକୁ ମଧ୍ୟ ବଜାର ପ୍ରବେଶ କରାଇଛି।
ଉଲ୍ଲେଖଯୋଗ୍ୟ, ଅଲ-ଇଲେକ୍ଟ୍ରି ଏକ୍ସୟୁଭି-୪୦୦ରେ ଅନେକ ଅତ୍ୟାଧୁନିକ ଫିଚର ସହ ଆଡଭାନ୍ସ ଟେକ୍ନୋଲୋଜି, ଅତ୍ୟାଧୁନିକ ବୈଶିଷ୍ଟ୍ୟ ସହିତ ଅଲ ନ୍ୟୁ ଇଣ୍ଟରିଓସ ଆଦି ସାମିଲ ରହିଛି। ସେହିଭଳି ଏକ୍ସୟୁଭି-୪୦୦ଇସି ପ୍ରୋର ଏକ୍ସ ଶୋ’ରୁମ୍‌ ମୂଲ୍ୟ ୧୫,୪୯,୦୦୦ ଟଙ୍କାର ରହିଥିଲା ବେଳେ ଏକ୍ସୟୁଭି-୪୦୦ଇଏଲ୍‌ ପ୍ରୋ ଦର ଯଥା କ୍ରମେ ୧୬,୭୪,୦୦୦ ଏବଂ ୧୭,୪୯,୦୦୦ଟଙ୍କା ରହିଛି।
ଅପରପକ୍ଷରେ ମହିନ୍ଦ୍ରାର ଏହି ରେଞ୍ଜ ବେଶ ଆକର୍ଷଣୀୟ ହୋଇଥିଲା ବେଳେ ଏହାର ଡିଜାଇନ୍‌ ଓ କଲର ଗ୍ରାହକଙ୍କୁ ବେଶ ଆକୃଷ୍ଟ କରି ପାରିଛି ବୋଲି କମ୍ପାନୀ ପକ୍ଷରୁ ମତପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri