ମହିନ୍ଦ୍ରାର ନ୍ୟୁ ବୋଲେରୋ ମ୍ୟାକ୍ସ ପିକ୍‌-ଅପ୍‌

ଭୁବନେଶ୍ୱର,୧୨।୮:ଦେଶର ପ୍ରମୁଖ ଅଟୋଶିଳ୍ପ ‘ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା’ (ଏମ୍‌ ଆଣ୍ଡ ଏମ୍‌) ଲିମିଟେଡ୍‌ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ବେଲୋରୋ ମ୍ୟାକ୍ସ ପିକ୍‌-ଅପ୍‌ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି କମ୍ପାନୀର ବୋଲେରୋ ମ୍ୟାକ୍ସ ପିକ୍‌ଅପ୍‌ ସିଟି-୩୦୦୦ ବ୍ରାଣ୍ଡକୁ ମଧ୍ୟ ଉନ୍ମୋଚନ କରାଯାଇଛି। ଏହାର ପ୍ରାରମ୍ଭିକ ମୂଲ୍ୟ ୭,୬୮,୦୦୦ ଟଙ୍କାରୁ ଆରମ୍ଭ ହୋଇଛି (ଏକ୍ସ ଶୋ’ରୁମ୍‌) ଓ ଏହା ୨୫ ହଜାର ଟଙ୍କାର ଡାଉନ୍‌ ପେମେଣ୍ଟ ଓ ଆକର୍ଷଣୀୟ ଫାଇନାନ୍ସ ସ୍କିମ୍‌ ସହ ମଧ୍ୟ ଉପଲବ୍ଧ ହେଉଛି।
ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ‘ଉତ୍କଳ ଅଟୋମୋବାଇଲ୍ସ ପ୍ରା.ଲି. ପରିସରରେ ଏହାର ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ଅଟୋମୋବାଇଲ୍ସର ଜିଏମ୍‌ (ସେଲ୍‌ସ) ଶୁଭେନ୍ଦୁ ପଟ୍ଟନାୟକ, ବିଡିଏମ୍‌ (ସେଲ୍‌ସ) ପ୍ରସନ୍ନ କୁମାର ମଲ୍ଲିକ ଏବଂ ଏମ୍‌ ଆଣ୍ଡ ଏମ୍‌ର ଏଏସ୍‌ଏମ୍‌ ମନୋଜ ମହାପାତ୍ର ପ୍ରମୁଖଙ୍କ ଉପସ୍ଥିତିରେ ଏହାର ଉନ୍ମୋଚନ କରାଯାଇଥିଲା।
ଏଥିରେ ଆଇମ୍ୟାକ୍ସ ଟେଲିମେଟିକ୍ସ ସମାଧାନ ରହିଛି, ଯାହା ବ୍ୟବସାୟ ଦକ୍ଷତାରେ ଉନ୍ନତି ଆଣିବା ସହ ମାନସିକ ଶାନ୍ତି ପ୍ରଦାନ କରିବ। ଏଥିରେ ଉଚ୍ଚତା ବଦଳାଇ ହେଉଥିବା ଡ୍ରାଇଭର ସିଟ୍‌, ଟର୍ନ ସେଫ୍‌ ଲାଇଟ୍‌, ଅଧିକ ଲେଗ୍‌ ରୁମ୍‌ ଭଳି ସୁବିଧା ମଧ୍ୟ ରହିଛି। ଏହାର ଏମ୍‌୨ଡିଆଇ ଇଞ୍ଜିନ ଲିଟର ପିଛା ୧୭.୨ କି.ମି. ମାଇଲେଜ୍‌ ପ୍ରଦାନ କରୁଥିବାବେଳେ ପ୍ରାୟ ୧୩୦୦ କେଜିର ଅଧିକ ଅପ୍‌ଲୋଡ୍‌ କ୍ଷମତା ରହିଛି। ଉନ୍ନତ ଲୋଡିଂ ପାଇଁ ଏଥିରେ ଆର୍‌୧୫ ଟାୟାର ବ୍ୟବହାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?