ମହିନ୍ଦ୍ରାର ନ୍ୟୁ ଇ-ଆଲ୍‌ଫା ସୁପର ରିକ୍‌ସା

ଭୁବନେଶ୍ୱର,୨୧।୮: ମହିନ୍ଦ୍ରା ଲାଷ୍ଟ ମାଇଲ୍‌ ମୋବିଲିଟି (ଏଲ୍‌ଏମ୍‌ଏମ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ମହିନ୍ଦ୍ରା ନ୍ୟୁ ଇ-ଆଲ୍‌ଫା ସୁପର ରିକ୍‌ସାର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ମଡେଲକୁ ଥରେ ଚାର୍ଜ କଲେ ୯୫ କି.ମି.ରୁ ଅଧିକ ଦୂର ସହିତ ଉଚ୍ଚ ରେଞ୍ଜ୍‌କୁ ମଧ୍ୟ ଯାଇପାରେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସେହିଭଳି ଉକ୍ତ ମଡେଲ ୧୪୦ ଏଏଚ୍‌ ଲିଡ୍‌-ଏସିଡ୍‌ ବ୍ୟାଟେରି ସହିତ ଇ-ଆଲ୍‌ଫା ସୁପର ଏକ ସାର୍ଟିଫାଏଡ୍‌ ରେଞ୍ଜ ପ୍ରଦାନ କରୁଥିବା ବେଳେ କମ୍ପାନୀ ପୂର୍ବ ମଡେଲଗୁଡ଼ିକ ତୁଳନାରେ ୨୦% ଅଧିକ ରହିଥିବାବେଳେ ଏହା ମୋଟ ୧.୬୪ କିଲୋୱାଟ ପିକ୍‌ ପାୱାର ଏବଂ ୨୨ ଏନ୍‌ଏମ୍‌ ଟର୍କ ଉତ୍ପାଦନ ଓ ଉତ୍କୃଷ୍ଟ ପ୍ରଦର୍ଶନ ପ୍ରଦାନ କରିଥାଏ।

ଏ ସମ୍ପର୍କରେ ମହିନ୍ଦ୍ରା ଲାଷ୍ଟ ମାଇଲ ମୋବିଲିଟିର ସିଇଓ ସୁମନ ମିଶ୍ର କହିଛନ୍ତି, ସ୍ବଚ୍ଛ ଗତିଶୀଳତାର ଚାହିଦା ବଢ଼ୁଥିବାବେଳେ ଆମର ଇ-ଆଲ୍‌ଫା ସୁପର ରିକ୍ସା ଉନ୍ନତ ରେଞ୍ଜ୍‌ ଏବଂ ରୋଜଗାର କ୍ଷମତା ପ୍ରଦାନ କରୁଛି। ଏପରିକି ଇ-ଆଲ୍‌ଫା ସୁପରରେ ଉନ୍ନତ ୧୮ ଏ ଚାର୍ଜର ରହିଛି, ଯାହା ୧୨ ମାସର ୱାରେଣ୍ଟି ସହିତ ଆସିଥାଏ ଏବଂ ଦ୍ରୁତ ଚାର୍ଜିଂ ସମୟ ପ୍ରଦାନ କରିଥାଏ। ମହିନ୍ଦ୍ରା ୩ଚକିଆ ଇଭି ଗ୍ରାହକମାନେ ଆମର ଚାର୍ଜିଂ ପାର୍ଟନରଙ୍କ ସହାୟତାରେ ଦେଶବ୍ୟାପୀ ୧୦,୦୦୦ରୁ ଅଧିକ ଚାର୍ଜିଂ ଷ୍ଟେଶନକୁ ମଧ୍ୟ ଆକ୍‌ସେସ୍‌ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri