ଗିରଫ ହେଲେ ମହିମା ମିଶ୍ରଙ୍କ ପୁଅ

ଭୁବନେଶ୍ୱର,୬।୮(ବ୍ୟୁରୋ): ବିଶିଷ୍ଟ ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ଶନିବାର ଗିରଫ ହୋଇଛନ୍ତି। ପାରାଦୀପ ପୋର୍ଟ ମାମଲାରେ ସିବିଆଇ ତାଙ୍କୁ ଗିରଫ କରିଛି। ଲାଞ୍ଚ କାରବାର ମାମଲାର ଅଭିଯୁକ୍ତଙ୍କ ତାଲିକାରେ ଚର୍ଚ୍ଚିତ ମିଶ୍ରଙ୍କ ନାଁ ରହିଛି। ସୂଚନାଯୋଗ୍ୟ, ଗୁରୁବାର ମହିମା ମିଶ୍ରଙ୍କ କଟକ ଓଡ଼ିଆ ବଜାରସ୍ଥିତ ଘର ଓ ଲିଙ୍କ ରୋଡସ୍ଥିତ ଓଏସଏଲ ଅଫିସ୍‌ରେ ୨ଟି ଟିମ ଚଢ଼ାଉ ଆରମ୍ଭ କରିଥିଲେ। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିଲା। ଏହା ପରେ ଶୁକ୍ରବାର ସିବିଆଇ ଅଫିସ୍‌ରେ ହାଜର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷରେ କମିଶନରେଟ ପୋଲିସ

ଭୁବନେଶ୍ୱର,୬।୧(ବ୍ୟୁରୋ): ଟ୍ବିନ୍‌ ସିଟିରେ ପୋଲିସ କମିଶନରେଟ ବ୍ୟବସ୍ଥାକୁ ୧୪ବର୍ଷ ପୂରି ୧୫ବର୍ଷ ଚାଲିଛି। ଏହି ଅବସରରେ ପୋଲିସ ସେବା ଭବନରେ ବୁଧବାର କମିଶନରେଟ ପୋଲିସର ୧୪ତମ...

ନିୟମିତ ପାଇବେ କଳାକାର: ଭୁବନେଶ୍ୱରରୁ ଯିବ ଭତ୍ତା ଟଙ୍କା

ଭୁବନେଶ୍ୱର,୫ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ରାଜ୍ୟର କଳାକାରମାନଙ୍କୁ ଦିଆଯାଉଥିବା ଭତ୍ତା ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରାଯିବ। ରାଜ୍ୟସ୍ତରରୁ ସିଧାସଳଖ କଳାକାରଙ୍କ...

କୋଇଲା ଲୋଡିଂ ଜାଲିଆତିରେ ୭ ଗିରଫ

ପାରାଦୀପ, ୨୧।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ପୁଣି ଏକ ବଡ ଧରଣର ଜାଲିଆତି ଘଟଣା ଚଳିତ ମାସରେ ଘଟିଛି। ଏହି ଘଟଣା ପ୍ରଥମେ କୋର୍ଟ ଓ...

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଏପ୍ରିଲରୁ ଆରମ୍ଭ ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ...

ମଟନ ପାଇଁ ଆସି ଔଷଧ ନେବା ଆଳ

ଖୋର୍ଦ୍ଧା ଅଫିସ,୧୮ା୪: ଲକଡାଉନ ବେଳେ ମାସ୍କ ନ ପିନ୍ଧିଲେ ଓ ବିନା କାରଣରେ ବାଇକରେ ବୁଲିଲେ କଡ଼ା କାର୍ଯ୍ୟନୁଷ୍ଠାନ ହେବ ବୋଲି ସରକାରଙ୍କ ନିର୍ଦ୍ଦେଶ ରହିଛି।...

ସିଏଏ ପ୍ରଚାରରେ ଆଜି ଓଡ଼ିଶା ଆସିବେ ରୂପା ଗାଙ୍ଗୁଲି

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ରୂପା ଗାଙ୍ଗୁଲୀ ମଙ୍ଗଳବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ସକାଳ ୧୦ଟାରେ ପହଞ୍ଚି ହେଲିକପ୍ଟର...

ସଂସ୍କୃତି ମନ୍ତ୍ରଣାଳୟ ଫେଲୋଶିପ୍‌ରେ ୨ ନୂଆ ଭାଷା ସାମିଲ: ସାନ୍ତାଳୀ ଭାଷାରେ ମିଳିବ ଫେଲୋଶିପ୍‌

ଭୁବନେଶ୍ୱର,୩୧ା୭(ବ୍ୟୁରୋ):କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଏଣିକି ସାନ୍ତାଳୀ ଓ ନେପାଳୀ ଭାଷାରେ ଫେଲୋଶିପ୍‌ ତଥା ସ୍କଲାରଶିପ୍‌ ପ୍ରଦାନ କରିବ। ମଙ୍ଗଳବାର କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ପ୍ରହଲାଦ ସିଂ...

ପିଠା ପ୍ରତିଯୋଗିତା, ପ୍ରଦର୍ଶନୀ

ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ସହର ସ୍ଥାନୀୟ ଟାଉନହଲ୍‌ଠାରେ ବାଲେଶ୍ୱର ‘ଇନ୍‌ଟାକ୍‌’ ଚାପ୍ଟରର ତୃତୀୟ ଆକର୍ଷଣୀୟ ପୀଠା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୨ଜଣ...

Advertisement
Archives

Model This Week