ଇରାନରେ ଥମୁନି ମାହସା ମୃତ୍ୟୁ ବିବାଦ: ୫ ବିକ୍ଷୋଭକାରୀଙ୍କ ମୃତ୍ୟୁ

ତେହରାନ,୨୧ା୯: ହିଜାବ ନ ପିନ୍ଧିବାରୁ ଗିରଫ ହୋଇ ଇରାନ ପୋଲିସ ହେପାଜତରେ ୨୨ ବର୍ଷୀୟା ମାହସା ଆମିନିଙ୍କ ମୃତ୍ୟୁକୁ କେନ୍ଦ୍ର କରି ସେଠାରେ ୪ ଦିନ ହେଲା ଆନ୍ଦୋଳନ ଜାରି ରହିଛି। ମାହସାଙ୍କୁ ନ୍ୟାୟ ଦାବିରେ ଶତାଧିକ ମହିଳା ଓ ସାଧାରଣ ଲୋକ ରାସ୍ତାକୁ ଓହ୍ଲାଇଥିବାବେଳେ ପୋଲିସ ସୋମବାର ସେମାନଙ୍କ ଉପରେ ଗୁଳିଚାଳନା କରିଛି। ଏଥିରେ ୫ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଛି। ଅନୂ୍ୟନ ୭୫ ଜଣ ଆହତ ହୋଇଛନ୍ତି। ଇରାନ୍‌ ସୁରକ୍ଷାବଳ ବିକ୍ଷୋଭକାରୀଙ୍କ ଉପରେ ଚଳାଇଥିବା ଦମନଲୀଳାକୁ ଜାତିସଂଘ ନିନ୍ଦା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶ ଛାଡ଼ିବାକୁ ଜୀବନ ବାଜି

କାବୁଲ, ୧୭ା୮: ଆଫଗାନିସ୍ତାନ ଏବେ ସମ୍ପୂର୍ଣ୍ଣ ଅସ୍ଥିରତା ଭିତରକୁ ଠେଲି ହୋଇଯାଇଛି। ତାଲିବାନ ରାଜଧାନୀ କାବୁଲ ଅକ୍ତିଆର କରିବା ପରେ ଲୋକେ ଭୟରେ ଏବେ ଦେଶ...

ବନ୍ୟା ପରେ ବ୍ୟାପିଲା ମେଲେରିଆ, ଭାରତଠାରୁ ୬୦ ଲକ୍ଷରୁ ଅଧିକ ମଶାରୀ କିଣିବ ପାକିସ୍ତାନ…

ଇସଲାମାବାଦ,୧୧।୧୦ : ବନ୍ୟା ପ୍ରଭାବିତ ଅଞ୍ଚଳରେ ପାଣି ଅଟକି ରହିବାରୁ ପାକିସ୍ତାନରେ ବର୍ତ୍ତମାନ ବିଭିନ୍ନ ଜଳ ବାହିତ ରୋଗରେ ବହୁ ସଂଖ୍ୟକ ଲୋକଙ୍କର ମୃତ୍ୟୁ ଘଟୁଛି।...

ରନ୍‌ଓ୍ବେରେ ବିମାନ-ଦମକଳ ଟ୍ରକ ମୁହାଁମୁହିଁ ଧକ୍କା, ୨ ମୃତ…

ଲିମା,୧୯।୧୧ : ପେରୁର ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିମାନ ଉଡ଼ାଣ ପାଇଁ ପ୍ରସ୍ତୁତ ହେଉଥିବା ଏକ ବିମାନ ରନୱେରେ ଅଗ୍ନିଶମ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା।...

ନକ୍ସା ବିବାଦ ମାମଲାରେ ପଛଘୁଞ୍ଚା ଦେଲା ନେପାଳ

କାଠମାଣ୍ଡୁ,୨୭।୫: ନେପାଳ ନିଜର ନୂଆ ମାନଚିତ୍ରରେ ଭାରତର କେତେକ ଅଞ୍ଚଳକୁ ସ୍ଥାନ ଦେଇଥିବାରୁ ନିକଟରେ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ତିକ୍ତତା ଦେଖାଦେଇଥିଲା। ହେଲେ ରାଜନୈତିକ...

କିଭଳି ସୁଧୁରିବ ଦେଶର ଅର୍ଥବ୍ୟବସ୍ଥା, ନୂଆବର୍ଷ ବାର୍ତ୍ତାରେ ଶ୍ରୀଲଙ୍କା ରାଷ୍ଟ୍ରପତି ଦେଲେ ସୂଚନା…

କଲମ୍ବୋ,୧।୧ : ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେ ରବିବାର କହିଛନ୍ତି ଯେ ନଗଦ ଅର୍ଥରାଶି ପାଇଁ ୨୦୨୩ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ କାରଣ ତାଙ୍କ...

ପରାଜୟ ସ୍ବୀକାର କରୁନାହାନ୍ତି ଟ୍ରମ୍ପ୍‌

ଓ୍ବାଶିଂଟନ, ୧୩।୧୧:ଆମେରିକା ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟି ନେତା ଜୋ ବାଇଡେନ୍‌ ରାଷ୍ଟ୍ରପତି ତଥା ରିପବ୍ଲିକାନ୍‌ ପାର୍ଟି ନେତା ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଠାରୁ ଅଧିକ ୭୪ ଇଲେକ୍ଟୋରାଲ...

୩୦ ନିର୍ବାଚନକୁ ପ୍ରଭାବିତ କରିଛି ଇସ୍ରାଏଲ୍‌ ସଂସ୍ଥା

ପ୍ୟାରିସ୍‌,୧୬ା୨(ଆଇଏଏନ୍‌ଏସ୍‌): ଇସ୍ରାଏଲ୍‌ର ଏନ୍‌ଏସ୍‌ଓ ଗ୍ରୁପ୍‌ ଦ୍ୱାରା ବିକଶିତ ପେଗାସସ୍‌ ସ୍ପାଏଓ୍ବେର ଗୁପ୍ତଚରଗିରି ବିବାଦ ନ ଥମୁଣୁ ଏହି ଦେଶର କଣ୍ଟ୍ରାକ୍ଟରମାନଙ୍କ ଏକ ଟିମ୍‌ ବିଶ୍ୱର ୩୦ରୁ...

ଡରାଉଛି କରୋନା ଭୂତାଣୁ: ଚାଇନାରେ ପରସ୍ପର ସହ ହାତ ମିଳାଇବା ମନା

ବେଜିଂ,୨୭।୧: ଚାଇନାରେ ଦ୍ରୁତ ଗତିରେ ମାଡି ଚାଲିଥିବା କରୋନା ଭୂତାଣୁ ଏବେ ଭୟଙ୍କର ରୂପ ନେବାରେ ଲାଗିଛି। ଏବେସୁଦ୍ଧା ସେଠାରେ କରୋନା ଭୂତାଣୁ ଯୋଗୁ ୮୦ରୁ...

Advertisement
Archives

Model This Week