Posted inଜାତୀୟ

ମହୁଆ ମୋଇତ୍ର ମାମଲା: ଭାଜପା ଏମପି ନିଶିକାନ୍ତ ଦୁବେ, ଓକିଲ ଜୟ ଅନନ୍ତଙ୍କୁ ୨୬ ଅକ୍ଟୋବରରେ ସାକ୍ଷି ଦେବାକୁ ଡାକିଲା ଏଥିକ୍ସ କମିଟି

ନୂଆଦିଲ୍ଲୀ,୧୮।୧୦: ମହୁଆ ମୋଇତ୍ର ମାମଲାରେ ଏଥିକ୍ସ କମିଟି ୨୬ଅକ୍ଟୋବରରେ ବୈଠକ ଡାକିଛି। ବୈଠକରେ ନିଶିକାନ୍ତ ଦୁବେ ଏବଂ ଓକିଲ ଜୟ ଅନନ୍ତ ଦେହାଦ୍ରାଇଙ୍କୁ ମୌଖିକ ସାକ୍ଷି ଗ୍ରହଣ କରିବାକୁ ଡକାଯାଇଛି। ଏ ସମ୍ପର୍କରେ ଏକ ନୋଟିସ ମଧ୍ୟ ଜାରି କରାଯାଇଛି। ମହୁଆ ମୋଇତ୍ର ଟଙ୍କା ନେଇ ସଂସଦରେ ପ୍ରଶ୍ନ ପଚାରିଥିବା ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, କିଛି ଦିନ ପୂର୍ବେ ଟିଏମସି ଏମପି ମହୁଆ ମୋଇତ୍ରଙ୍କ ବିରୋଧରେ ଭାଜପା ଏମପି ନିଶିକାନ୍ତ ଦୁବେଙ୍କ ଅଭିଯୋଗକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ଲୋକ ସଭାର ଏଥିକ୍ସ କମିଟି ନିକଟକୁ ପଠାଇଥିଲେ। ନିଶିକାନ୍ତ ଦୁବେ ଲୋକ ସଭା ବାଚସ୍ପତିଙ୍କୁ ମହୁଆଙ୍କ ବିଷୟରେ ଏକ ଚିଠି ଲେଖିଥିଲେ। ଭାଜପା ଏମପିଙ୍କ ଅଭିଯୋଗ ଏବଂ ସିବିଆଇରେ ଜଣେ ଓକିଲଙ୍କ ଅଭିଯୋଗ ପରେ କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ପ୍ରକାଶ କରିଛନ୍ତି ଯେ ମହୁଆଙ୍କ ପ୍ରଶ୍ନର ଭାଷା ବ୍ୟବସାୟୀ ହିରାନନ୍ଦାନୀଙ୍କ ଭାଷା ସଦୃଶ। ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଲେଖାଯାଇଥିବା ଚିଠିରେ ଦୁବେ ଅଭିଯୋଗ କରିଛନ୍ତି ଯେ ମହୁଆଙ୍କୁ ଗୃହରେ ପ୍ରଶ୍ନ ପଚାରିବାରୁ ବ୍ୟବସାୟୀ ଦର୍ଶନ ହୀରାନନ୍ଦାନୀଙ୍କଠାରୁ ଉପହାର ଏବଂ ନଗଦ ଟଙ୍କା (କ୍ୟାଶ ଫର୍‌ କୋରି) ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri