ଘରୁ ଟଙ୍କା ନେଇଗଲେ କାମବାଲି, ସିସିଟିଭି ଫୁଟେଜ୍‌ ଭାଇରାଲ୍‌

ଭୁବନେଶ୍ୱର,୩୦।୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗାର ଥାନା ଅନ୍ତର୍ଗତ ଝାରପଡ଼ା ଜଗନ୍ନାଥନଗରରେ ଜଣଙ୍କ ଘରୁ କାମବାଲି ଟଙ୍କା ଚୋରି କରିଛନ୍ତି। ମହିଳା ଜଣକ ମାଲିକଙ୍କ ବେଡ୍‌ରୁମ୍‌ରେ ଥିବା ଆଲ୍‌ମିଲାରର ଲକର୍‌ ଖୋଲି ଟଙ୍କା ଚୋରି କରୁଥିବାର ସିସିଟିଭି ଫୁଟେଜ୍‌ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେଉଛି। ଗତ ରବିବାର ଏହି ଘଟଣା ଘଟିଥିବାବେଳେ ଚୋରି ଟଙ୍କାର ପରିମାଣ ୧୦ ହଜାରରୁ ଊର୍ଦ୍ଧ୍ୱ ହେବ ବୋଲି କୁହାଯାଉଛି। ତେବେ ଏହି ଘଟଣା ସଂକ୍ରାନ୍ତରେ ଲକ୍ଷ୍ମୀସାଗର ଥାନାରେ ଘର ମାଲିକଙ୍କ ପକ୍ଷରୁ ଏତଲା ଦିଆଯାଇ ନ ଥିବା ଥାନାଧିକାରୀ ଏଲ୍‌. ଶ୍ୟାମସୁନ୍ଦର ରାଓ ସୂଚନା ଦେଇଛନ୍ତି।

ମହିଳା ଜଣକ ଫେବୃୟାରୀରୁ ଉକ୍ତ ମାଲିକଙ୍କ ଘରେ କାମ କରିବା ଆରମ୍ଭ କରିଥିଲେ। ଏଥିପାଇଁ ସେ ମାସିକ ୪ ହଜାର ଟଙ୍କା ନିଅନ୍ତି। ତେବେ ଘର କାମ ପାଇଁ ମାଲିକ କିଛି ନଗଦ ଟଙ୍କା ରଖିଥିବାର ସେ ଜାଣିବାକୁ ପାଇଥିଲେ। ଘରେ କେହି ନ ଥିବାର ସୁଯୋଗ ନେଇ ମହିଳା ଜଣକ ଚୋରି କରିବାକୁ ଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗ୍ନିକ କର୍ମଚାରୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ୱର,୨୩।୨(ସତ୍ୟଜିତ୍‌ ରାଉତ): ରାଜ୍ୟ ଅଗ୍ନିଶମ ସେବା ସଂସ୍ଥାର ଆଗ୍ନିକ କର୍ମଚାରୀମାନେ ଦୁଇଦଫା ଦାବି ନେଇ ଚଳାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଶୁକ୍ରବାର ପ୍ରତ୍ୟାହୃତ କରିନେଇଛନ୍ତି। ଏନେଇ ସଂଘ...

ଓଡ଼ିଶାବାସୀଙ୍କ ପାଇଁ ଖୁସିଖବର: ୨୧ଟି ଅମୃତ ଷ୍ଟେଶନ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୩।୨(ଅନୁରାଧା ମହାରଣା) :ଦେଶର ରେଳ ଭିତ୍ତିଭୂମିରେ ପରିବର୍ତ୍ତନ ବ୍ୟାପକ ପରିବର୍ତ୍ତନ ହେଉଛି। ଆସନ୍ତା ୨୬ ତାରିଖରେ ୫୫୪ଟି ରେଳ ଷ୍ଟେଶନ, ୧୫୦୦ ରୋଡ୍‌ ଓଭର ବ୍ରିଜ...

ସୁନ୍ଦରଗଡ଼ ଜିଲା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର,୨୩ା୨(ଅନିଲ ଦାସ): ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ରାଜନୈତିକ ଦଳଗୁଡ଼ିକ ନିଜର ସଙ୍ଗଠନକୁ ମଜଭୁତ କରିବାରେ ଲାଗିଛନ୍ତି। ଏହି କ୍ରମରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ...

ବିଜେଡିରେ ଯୋଗଦେଲେ ପୂର୍ବତନ ଭାଜପା ରାଜ୍ୟ ସମ୍ପାଦକ

ଭୁବନେଶ୍ୱର,୨୩ା୨(ଅନିଲ ଦାସ)- ଯାଜପୁର ଜିଲା ଧର୍ମଶାଳାନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରସୁଲପୁର ବ୍ଲକର ପୂର୍ବତନ ଭାପା ରାଜ୍ୟ ସମ୍ପାଦକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେନ୍ଦ୍ର ପଣ୍ଡାଙ୍କ ସହଶତାଧିକ...

ରାଜଧାନୀରେ ଲାଗିପାରିବ ନାହିଁ ଦଳୀୟ ପୋଷ୍ଟର, ଲାଗିଥିଲେ…

ଭୁବନେଶ୍ୱର,୨୩।୨: ଏଣିକି ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ବ୍ୟାନର। କାନ୍ଥରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନକୁ ମଧ୍ୟ ହଟାଯିକୁ ବିଏମ୍‌ସି କମିଶନର କହିଛନ୍ତି। ଆଗକୁ ନିର୍ବାଚନ ଆସୁଥିବାରୁ...

ବିଏମ୍‌ସି ମେୟର, ଡେପୁଟି ମେୟର, କର୍ପୋରେଟରଙ୍କ  ପାଇଁ ଖୁସିଖବର:  ଜାଣନ୍ତୁ କେତେ ବଢ଼ିବ ମିଟିଂ ଭତ୍ତା

ଭୁବନେଶ୍ବର,୨୩।୨: ଭୁବନେଶ୍ବର ମହାନଗର ନିଗମ (ବଏମ୍‌ସି)ର କର୍ପୋରେଟରମାନଙ୍କର ମିଟିଂ ଭତ୍ତା ବୃଦ୍ଧି ହୋଇଛି । କର୍ପୋରେଟରଙ୍କ ଭତ୍ତା୧୦ ହଜାର କରାଯାଇଛି। ପ୍ରତି କର୍ପୋରେଶନ ମିଟିଂ ପିଛା...

ଯୁବତୀଙ୍କୁ ଏକୁଟିଆ ପାଇ ବେକରୁ ଚେନ୍‌ ଛିଡ଼ାଇ ଚମ୍ପଟ ମାରିଲେ ଲୁଟେରା

ଧାମନଗର,୨୩ା୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳରେ ଏବେ ଲୁଟେରାଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ଶୁକ୍ରବାର ସକାଳୁ ଜଣେ ଲୁଟେରା ଧାମନଗର-ଜାହାଙ୍ଗୀର ରାସ୍ତାର ରାମେଶ୍ବରପୁର ଛକ...

ଏକାମ୍ର କ୍ଷେତ୍ର ପରିଦର୍ଶନ କଲେ ୫-ଟି ଅଧ୍ୟକ୍ଷ

ଭୁବନେଶ୍ୱର,୨୩ା୨(ଅସମାପିକା ସାହୁ): ଶୁକ୍ରବାର ସକାଳେ ୫-ଟି ଏବଂ ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଭୁବନେଶ୍ୱରର ପୁରୁଣା ଏକାମ୍ର କ୍ଷେତ୍ର ପରିଦର୍ଶନ କରିଛନ୍ତି। ୨୦୨୫ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri