ଗଞ୍ଜାମ ଏନ୍‌ଏସିର ମୁଖ୍ୟ ଡ୍ରେନେଜ ଅନୁଧ୍ୟାନ

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରର ମୁଖ୍ୟ ନାଳର ପୁନଃ ଉଦ୍ଧାର ଲାଗି ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବୀ ହୋଇ ଆସୁଥିଲା । ଏ ନେଇ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶ ପରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛ। ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ପଣ୍ଡା ପ୍ରମୁଖ ମୁଖ୍ୟ ନାଳ ତଥା ଡ୍ରେନେଜ ସ୍ଥାନ ଅନୁଧ୍ୟାନ କରିଛନ୍ତି । ଏହାର ପୁନଃ ଉଦ୍ଧାର କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମୁଖ୍ୟ ଡ୍ରେନେଜ ଅନୁଧ୍ୟାନ ବେଳେ ଅନ୍ୟାନ୍ୟ ଏନ୍‌ଏସି କର୍ମଚାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?