Posted inଫୁରସତ

ନିଆଁକୁ ଆୟତ୍ତ କରିବା ମୁଖ୍ୟ ଲକ୍ଷ୍ୟ

କୌଣସିଠାରେ ନିଆଁ ଲାଗିଲେ ଦମକଳ ବାହିନୀ ପହଞ୍ଚି ଜୀବନକୁ ବାଜି ଲଗାଇ ଉଦ୍ଧାର କାର୍ଯ୍ୟ କରିଥାନ୍ତି। ସେମାନଙ୍କ କାର୍ଯ୍ୟ ଏବଂ ଦାୟିତ୍ୱବୋଧକୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଏପ୍ରିଲ୍‌ ୧୪ରେ ଜାତୀୟ ଅଗ୍ନିଶମ ସେବା ଦିବସ ପାଳିତ ହୋଇଥାଏ।
୧୪ ଏପ୍ରିଲ୍‌ ୧୯୪୪ରେ ବମ୍ବେ ବନ୍ଦରର ଭିକ୍ଟୋରିଆ ଡକ୍‌ରେ ନିଆଁ ଲିଭାଉଥିବା ସମୟରେ ୭୧ ଜଣ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ପ୍ରାୟ ୧୪୦୦ଟନ ବିସ୍ଫୋରକ ସାମଗ୍ରୀ, କପା ତୁଳା, ସୁନା, ଗୁଳିଗୋଳା ମାଲ ପରିବହନ କରୁଥିବା ମାଲବାହୀ ଏସ ଫୋର୍ଟ ଷ୍ଟିକାଇନରେ ଲାଗିଥିବା ନିଆଁକୁ ଆୟତ୍ତ କରାଯାଉଥିବା ସମୟରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ତୀବ୍ରତା ଏତେ ଥିଲା ଯେ ବିସ୍ଫୋରଣ ସ୍ଥାନଠାରୁ ୧୭୦୦କିଲୋମିଟର ଦୂରରେ ଥିବା ସେନ୍ସରରେ ଏହାକୁ ରେକର୍ଡ କରାଯାଇଥିଲା।
ଏହି ଦିବସ ପାଳନ ଅବସରରେ ମୃତ ଅଗ୍ନିଶମ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥାଏ। ଏହା ସହିତ ସମାଜ ପ୍ରତି ଅଗ୍ନିଶମ କର୍ମଚାରୀଙ୍କ ଅନନ୍ୟ ବଳିଦାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri