Posted inଜାତୀୟ

ମୈତ୍ରୀ ସେତୁ ଲୋକାର୍ପିତ

ନୂଆଦିଲ୍ଲୀ,୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୈତ୍ରୀ ସେତୁ ଲୋକାର୍ପିତ କରିଛନ୍ତି। ଏହା ଦ୍ୱାରା ଏଣିକି ତ୍ରିପୁରାରୁ ବାଂଲାଦେଶ ଯିବା ସହଜ ହୋଇ ପାରିବ। ସେତୁ ନିର୍ମାଣ ଯୋଗୁ ତ୍ରିପୁରାର ବିକାଶ ସମ୍ଭବ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ୧.୯ କିଲୋମିଟର ଲମ୍ବ ଏହି ସେତୁର ନିର୍ମାଣ ଜାତୀୟ ରାଜପଥ ବିକାଶ ନିଗମ ଦ୍ୱାରା ସମ୍ପନ୍ନ ହୋଇଛି। ଏଥିରେ ୧୩୩ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ସେତୁ ଦ୍ୱାରା ତ୍ରିପୁରାର ସବରୁମ୍‌ ଏବଂ ବାଂଲାଦେଶର ରାମଗଡ଼ ସହିତ ଯୋଗାଯୋଗ ସ୍ଥାପିତ ହୋଇପାରିବ। ଭାରତ ଏବଂ ବାଂଲାଦେଶର ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧିରେ ମୈତ୍ରୀ ସେତୁ ସହାୟକ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri