ମଜ୍‌ନୁଙ୍କ ଫୋନ୍‌ରେ ଥିଲା ଅଶ୍ଳୀଳ ଫଟୋ ଭିଡିଓ, ରିମାଣ୍ଡ ଖୋଲୁଛି ଗୁମର

ଭୁବନେଶ୍ୱର,୭।୮: ୫ ସ୍ବାମୀଙ୍କ ସ୍ତ୍ରୀ ସତ୍ୟଜିତ୍‌ ସାମଲଙ୍କ ପ୍ରେମିକା ତାଲିକାରେ ୪୯ ନୁହେଁ ଥିଲେ ୯୯ ମହିଳା। ରିମାଣ୍ଡରେ ତାଙ୍କର ଗୁମର ଖୋଲିବାରେ ଲାଗିଛି। ସତ୍ୟଜିତଙ୍କ ମୋବାଇଲ ଯାଞ୍ଚ ପରେ ଏକାଧିକ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଥିବା ଜଣାପଡିଛି। ଏମିତିକି ସେ କେତେକ ମହିଳାଙ୍କ ଭଡିଓ ସୁଟ୍‌ କରିଛନ୍ତି। ଏକ ଭଡିଓି ଭର୍ତ୍ତି ପେନଡ୍ରାଇଭ ମଧ୍ୟ ପୋଲିସ ଜବତ କରିଛି ।ସେହିପରି ଫେକ୍‌ ପୋଲିସ ଆଇଡି ସହ ପାସପୋର୍ଟ ଜବତ ହୋଇଛିି। ୬ଟି ଭାଷାରେ କଥା ହୋଇ ପାରୁଥିଲେ ସତ୍ୟଜିତ୍‌।
ସୂଚନାଯୋଗ୍ୟ, ଡିପ୍ଲୋମା, ବିବିଏ,ହ ସ୍ପିଟାଲିଟି ମ୍ୟାନେଜର, କିଙ୍ଗଫିସର ଏୟାରଲାଇନ୍ସରେ କାମ କରିବା ସହ ମହିଳାଙ୍କୁ ଠକିବାରେ ସେ ମାହିର ଥିଲେ । ରିମାଣ୍ଡ ବେଳେ ସବୁ କଳାକାରନାମା ରହସ୍ୟ ଖୋଲିଛି ପୋଲିସ। ଆଜି ମଜନୁ ସତ୍ୟଜିତର ରିମାଣ୍ଡ ଅବଧି ଶେଷ ହୋଇଛି। ଏବେ ସେ ଜେଲ ଯିବେ। ଆବଶ୍ୟକ ପଡିଲେ ପୋଲିସ ପୁଣି ତାଙ୍କୁ ରିମାଣ୍ଡରେ ଆଣିବ।

ରାଜଧାନୀରେ ୫ ସ୍ତ୍ରୀଙ୍କ ସ୍ବାମୀ ସତ୍ୟଜିତ ସାମଲ ଶନିବାର ବନ୍ଧାହୋଇଥିଲେ। ତାଙ୍କର ଆହୁରି ୪୯ ଜଣ ପ୍ରେମିକା ଥିଲେ। ଏହି ଘଟଣାର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରେସମିଟ କରି ପର୍ଦ୍ଦାଫାସ କରିଥିଲେ। ସତ୍ୟଜିତ୍ଙ୍କ ଘର ଯାଜପୁର ବିଞ୍ଝାରପୁରରେ । ସତ୍ୟଜିତ ନିଜକୁ ଗୁଇନ୍ଦା ଇନ୍ସପେକ୍ଟର କହି ବାୟୋଡାଟାରେ ଦର୍ଶାଇ ମହିଳାଙ୍କୁ ଠକୁଥିଲେ। ଅନ୍ୟପକ୍ଷେ ମହିଳା ପୋଲିସଙ୍କ ଚାଟିଂ କରି ଦୁବାଇରୁ ଭୁବନେଶ୍ବର ଫେରିଥିଲେ। ତାଙ୍କର ଏହି ନିଷ୍ପତ୍ତି ତାଙ୍କୁ ଫସାଇଥିଲା। ବିଧବା ମହିଳା ଓ ଡିଭୋର୍ସିଙ୍କୁ ଟାର୍ଗେଟ କରି ଟଙ୍କା ଠକେଇ କରୁଥିଲେ। ମହିଳାଙ୍କୁ ଫସାଇ ବାହା ହେବା ପରେ ତାଙ୍କ ନାଁରେ ଲୋନ ନେଇ ମଉଜ କରୁଥିଲେ। ଧରାପଡ଼ିବା ପୂର୍ବରୁ ବିଦେଶ ଖସି ଯାଉଥିଲେ ବୋଲି କମିଶନର ସଞ୍ଜୀବ ପଣ୍ଡା କହିଥିଲେ। ସତ୍ୟଜିତ୍ଙ୍କ ଠାରୁ ୨ ଲକ୍ଷ ୧୦ ହଜାର ଟଙ୍କା, ୩ଟି କାର, ବୁଲେଟ ଜବତ ହୋଇଛି। ୩ ବ୍ୟାଙ୍କ ଆକାଉଣ୍ଟ ସିଜ, ବିବାହ ସମ୍ପର୍କିତ ଡକ୍ୟୁମେଣ୍ଟ ଜବତ ହୋଇଥିବା କମିଶନର ପଣ୍ଡା କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri