Posted inଜାତୀୟ

ବଡ଼ ଦୁର୍ଘଟଣା, ଖାଲକୁ ଖସିଲା ସେନା ଗାଡ଼ି ୩ ଯବାନ ମୃତ, ୨ ଆହତ

ଜମ୍ମୁ,୪।୧: ଜମ୍ମୁ କଶ୍ମୀରରୁ ବଡ଼ ଖବର ଆସିଛି। ବାନ୍ଦିପୋରାରେ ସେନା ଗାଡି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହି ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୨ସେନା ଆହତ ହୋଇଥିବା କୁହାଯାଉଛି। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସେନା ଗାଡ଼ି ଖାଲରେ ପଡ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ରାସ୍ତା କଡ଼ରେ ଥିବା ଖାଲରେ ପଡ଼ିଯିବା ପରେ ସେନା ଗାଡ଼ି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଯାଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଏବଂ ସୁରକ୍ଷା ବାହିନୀର ଏକ ଟିମ୍‌କୁ ଦେଖିବାକୁ ମିଳିଥିଲା।

ବାନ୍ଦିପୋରା ଜିଲା ଡାକ୍ତରଖାନା ଦୁର୍ଘଟଣା ସମ୍ପର୍କରେ ବହୁତ ଗୁରୁତ୍ୱପୂର୍ଣ୍ଣ ସୂଚନା ବାଣ୍ଟିଛି। ଡାକ୍ତରଖାନାର ମେଡିକାଲ ଅଧୀକ୍ଷକ ଡାକ୍ତର ମସରତ ଇକବାଲ ୱାନି କହିଛନ୍ତି ଯେ ୫ ଆହତଙ୍କୁ ଏଠାକୁ ଅଣାଯାଇଥିଲା, ସେଥିମଧ୍ୟରୁ ୨ ଜଣ ମୃତ, ୩ ଆହତଙ୍କ ଅବସ୍ଥା ଗୁରୁତର ଏବଂ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ଶ୍ରୀନଗରକୁ ପଠାଯାଇଛି। ଦୁର୍ଘଟଣା ପରେ ସୁରକ୍ଷା ବାହିନୀର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଡାକ୍ତରଖାନାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହାନ ଅଚଳାବସ୍ଥା

କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର…

ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ

ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ…

ଏଥର ବଜେଟରେ କ’ଣ ଶସ୍ତା, କ’ଣ ମହଙ୍ଗା ହୋଇପାରେ, ଦେଖନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୨୮।୧: କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, କରଦାତାଙ୍କଠାରୁ ଆରମ୍ଭ କରି ଭାରତର ଅର୍ଥନୀତିର ବିଭିନ୍ନ କ୍ଷେତ୍ର ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ଆଶା ଅଧିକ ରହିଛି। କରଦାତା, ବିଶେଷକରି…

ଓଡ଼ିଶା ବନ୍ଦର ପ୍ରଭାବ: କଳାହାଣ୍ଡିରେ ଅଧା ଖୋଲା ଅଧା ବନ୍ଦ

ଭବାନୀପାଟଣା,୨୮।୧(ଉତ୍ତମ କୁମାର ଦାଶ): ଧାନ ମଣ୍ଡିରେ ଅବ୍ୟବସ୍ଥା , ପ୍ରଦୂଷଣ ନାଁରେ ସାଧାରଣ ବ୍ୟକ୍ତିଙ୍କ ଠାରୁ ଫାଇନ ଆଦାୟ, ଟାଟା ପାୱାରର ସ୍ମାର୍ଟ ମିଟର ନାଁରେ ଶୋଷଣ…

ବଂଶଧାରା ମହୋତ୍ସବରେ ଚାଲିଛି ଜୁଆଖେଳ, ଭିଡିଓ ସାମ୍ନାକୁ ଆସିବା ପରେ…

ଗୁଣପୁର,୨୮ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁରରେ ଆୟୋଜିତ ବଂଶଧାରା ବସନ୍ତ ମହୋତ୍ସବ ପରିସରରେ ଜୁଆଖେଳ ଚାଲିଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ସାମ୍ନାକୁ…

ବନ୍ଦ ଡାକରା ଭିତରେ ଅଫିସରେ କାମ କରୁଥିଲେ ଅତିରିକ୍ତ ଜିଲାପାଳ, ପହଞ୍ଚିଗଲେ ଚାଷୀ ନେତା, ତା’ପରେ…

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, କହିଲେ ଅଜିତ ଜୀଙ୍କ…

ଭୁବନେଶ୍ୱର,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସରେ ଶୋକ…

୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ: ଦୋକାନ ବଜାର ସବୁ ଠପ୍‌, କଂଗ୍ରେସ କଲା ସମର୍ଥନ

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri