ଦୁବଇ ଏୟାର ଶୋ’ରେ ବଡ଼ ଦୁର୍ଘଟଣା, ଜଳିଗଲା ଫାଇଟର ଜେଟ ତେଜସ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଦୁବଇ,୨୧।୧୧: ଶୁକ୍ରବାର (୨୧ ନଭେମ୍ବର, ୨୦୨୫) ଦୁବାଇ ଏୟାର ଶୋ’ରେ ପ୍ରଦର୍ଶନ ସମୟରେ ଏକ ଭାରତୀୟ ତେଜସ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପାଇଲଟ ବାହାରକୁ ବାହାରିଥିଲେ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଭିଡିଓରେ ଦେଖାଯାଉଛି ଯେ ଆକାଶରେ ଆକ୍ରୋବାଟିକ୍ସ ପ୍ରଦର୍ଶନ କରୁଥିବା ସମୟରେ, ତେଜସ ଜେଟ ହଠାତ ଭୂମିରେ ଧକ୍କା ଖାଇଥିଲା ଏବଂ ତା’ପରେ ଏକ ଜୋରଦାର ବିସ୍ଫୋରଣ ହୋଇଥିଲା।
ଘଟଣାଟି ସ୍ଥାନୀୟ ସମୟ ଅପରାହ୍ନ ୨ଟା୧୦ ରେ ଘଟିଥିଲା, ଯେତେବେଳେ ହଜାର ହଜାର ଦର୍ଶକ ବିମାନର ଷ୍ଟଣ୍ଟ ଦେଖୁଥିଲେ। ମଝି ଆକାଶରେ ମୋଡ଼ ନେବା ସମୟରେ, ପାଇଲଟ ହଠାତ ସ୍ବଦେଶୀ ଯୁଦ୍ଧ ବିମାନ LCA ତେଜସ ଉପରୁ ନିୟନ୍ତ୍ରଣ ହରାଇଲେ ଏବଂ ବିମାନଟି ଖୁବ ଜୋରରେ ଭୂମିରେ ଆଘାତ ପାଇଲା। ଏହି ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ ହୋଇଥିବା ବାୟୁସେନା ପକ୍ଷରୁ ପରେ ସୂଚନା ଦିଆଯାଇଛି।

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri